ଅଧିକ ଯୌତୁକ ଦାବି କରି ମାରି ଦେଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ
by Argus News
Sat, Feb 24 | 4:32 p.m.

ଅର୍ଗସ ବ୍ୟୁରୋ : ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ । ବାଲେଶ୍ଵର ଜିଲ୍ଲା ଖଇରା ଥାନା ମଲ୍ଲିକାପୁର ଗାଁର ରମେଶ ପରିଡାଙ୍କ ପତ୍ନୀ ଝରଣା ଦାସଙ୍କ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ । ଅଧିକ ଯୌତୁକ ଦାବି କରି ମାରି ଦେଇଥିବାର ଖଇରା ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ  । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଘଟଣା ସ୍ଥଳରେ ପୋଲିସ ପହଁଞ୍ଚି ଅଧିକ ତଦନ୍ତ ଜାରି କରିଛି । ୨୦୧୭ ମସିହାରେ ଗାଁର ରମେଶ ପରିଡାଙ୍କ ସହିତ  ବୈଦିକ ରୀତିରେ ବିବାହ ସମ୍ପନ୍ନ ହୋଇଥିଲା । ସେବେ ଠୁ ଯୌତୁକ  ଦାବି ସହିତ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଇ ଶେଷରେ ମାରି ଦେଇ ଆତ୍ମହତ୍ୟା ରୁପ ଦେଇଛନ୍ତି ଵୋଲି ଅଭିଯୋଗ କରିଛନ୍ତି ବାପଘର ଲୋକେ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ