ଶ୍ରୀଜୀଉଙ୍କ ସ୍ନାନ ବେଦୀକୁ ଆଗମନର କିଛି ଅପୂର୍ବ ଦୃଶ୍ୟ...
by Argus News
Sat, Jun 22 | 8:19 a.m.

ପୁରୀ:  ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା । ରତ୍ନବେଦୀ ଛାଡ଼ି ସ୍ନାନବେଦୀରେ ଚତୁର୍ଦ୍ଧା ବିଗ୍ରହ । ଭାଇ ଭଉଣୀଙ୍କ ସହ 108 ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜୀଉ । ହାତୀବେଶରେ ଭକ୍ତଙ୍କୁ ଦେବେ ଦର୍ଶନ । 

ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ମହାପ୍ରଭୁ ...

ଭୋର୍ ୫ଟାରୁ ଆରମ୍ଭ ହୋଇଥିଲା ଧାଡି ପହଣ୍ଡି 

ପ୍ରଭୁ ଶ୍ରୀ ବଳଭଦ୍ରଙ୍କର ସ୍ନାନ ବେଦୀକୁ ଆଗମନର କିଛି ଅପୂର୍ବ ଦୃଶ୍ୟ 

ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା 

ସ୍ନାନବେଦୀକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ବିଜେ

ଝୁଲି ଝୁଲି ଆସୁଛି କାଳିଆ ରାଜା

ଜଗନ୍ନାଥଃ ସ୍ୱାମୀ ନୟନପଥଗାମୀ ଭବ ତୁମେ

ଝଲସି ଦିଶିଲାଣି ଚକାଆଖି... ଭାବବିହ୍ୱଳ ଭକ୍ତ

MAN KI BAAT
52m ago
ମା'ଙ୍କ ପାଇଁ ଗଛ ଲଗାଇବାକୁ ଆହ୍ବାନ ଦେଲେ ମୋଦି
ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 111 ତମ ମନ୍ କୀ ବାତ୍ । ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ମୋଦିଙ୍କ ପ୍ରଥମ ମନ୍ କୀ ବାତ୍ କାର୍ଯ୍ୟକ୍ରମ । ସାଧାର
ସଡକ ଦୁର୍ଘଟଣା
ଟ୍ରାଫିକ ପୋଲିସଙ୍କୁ ପିଟି ଦେଇ ପଳେଇଲା...
ଭୁବନେଶ୍ୱର: ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ମୃତ୍ୟୁ ବରଣ କଲେ ଟ୍ରାଫିକ କର୍ମଚାରୀ । ଡ୍ୟୁଟି ସାରି ଫେରୁଥିବା ବେଳେ ଘଟିଛ
ପ୍ରଦୀପ ଜେନା
ଅବସର ନେବା ପୂର୍ବରୁ ଭାବ ବିହ୍ବଳ ଟୁଇଟ କଲେ ପ୍ରଦୀପ ଜେନା
ଭୁବନେଶ୍ୱର: ଆଜି ଅବସର ନେଉଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ତେବେ ଅବସର ନେବା ପୂର୍ବରୁ ଭାବ ବିହ୍ବଳ ଟୁଇଟ ଆଗାମୀ ଦିନ ପାଇଁ ସେ ଲୋକଙ୍କ ଆଶିର୍ବାଦ କାମନା କରୁଛନ୍ତ