କୁପୱାରାରେ ଲୁଚି ରହିଛନ୍ତି ଆତଙ୍କବାଦୀ
by Argus News
Wed, Jul 24 | 5:08 p.m.

ନୂଆଦିଲ୍ଲୀ:  ଜମ୍ମୁ-କଶ୍ମୀର କୁପୱାରା ଅଞ୍ଚଳରେ ସେନା ପକ୍ଷରୁ ଅପରେସନ୍ ଜୋରଦାର୍ । କୁପୱାରାରେ ଲୁଚି ରହିଛନ୍ତି ଆତଙ୍କବାଦୀ । ଖବର ପାଇବା ପରେ ଭାରତୀୟ ସେନା ଓ ଜମ୍ମୁ-କଶ୍ମୀର ପୋଲିସ୍‌ ଦ୍ବାରା ମିଳିତ ସର୍ଚ୍ଚ ଅପରେସନ ଜାରି ରହିଛି । ଗତକାଲି ରାତିରେ ସେନା ଉପରକୁ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ ।

ଏହା ପରେ ସେନା ତରଫରୁ ପାଲଟା ଗୁଳିରେ ଜଣେ  ଅତଙ୍କବାଦୀ ନିହତ ହୋଇଥିବାବେଳେ ଆତଙ୍କୀଙ୍କ ଗୁଳିରେ ଜଣେ ସେନା ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଗତ ସପ୍ତାହରେ କୁପୱାରା ଜିଲ୍ଲାର ଲାଇନ୍ ଅଫ୍ କଣ୍ଟ୍ରୋଲରେ ଆତଙ୍କବାଦୀ ଅନୁପ୍ରବେଶ କରୁଥିବାବେଳେ ସୁରକ୍ଷା ବାହିନୀ ଦୁଇ ଜଣ ଆତଙ୍କବାଦୀଙ୍କୁ ନିପାତ କରିଥିଲେ । 

ଅଧିକ ପଢନ୍ତୁ ଭାରତ ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା