୧୨ଟି ଚୋରି ବାଇକ୍ ଜବତ ସହ ଜଣେ ଗିରଫ
by Argus News
Tue, Dec 12 | 2:56 p.m.


ଅର୍ଗସ ବ୍ୟୁରୋ : ଧରାପଡ଼ିଲା ବାଇକ୍ ଚୋର ରାକେଟ । ୧୨ଟି ଚୋରି ବାଇକ୍ ଜବତ ଜଣେ ଗିରଫ । ସୋନପୁର ପୋଲିସ ୧୨ଟି ଚୋରି ବାଇକ୍ ଜବତ କରିବାକୁ ସଫଳ ହୋଇଥିବାବେଳେ ଏଥିରେ ସମ୍ପୃକ୍ତ ବୌଦ୍ଧ ଜିଲ୍ଲା କଣ୍ଟାମାଳର ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କୁ ଗିରଫ କରିଛି । ଚୋରି ବାଇକ ଗୁଡ଼ିକ ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ରାଉରକେଲା, କନ୍ଧମାଳ, ଅନୁଗୁଳ ଅଞ୍ଚଳର । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ପ୍ରଧାନମନ୍ତ୍ରୀ ମୋଦି
ପୁଣି ୧୯ ତାରିଖ ସନ୍ଧ୍ୟାରେ ଓଡିଶା ଆସୁଛନ୍ତି ମୋଦି
ଅର୍ଗସ ବ୍ୟୁରୋ : ପୁଣି ୧୯ ତାରିଖ ସଂନ୍ଧ୍ୟାରେ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୯ ତାରିଖରେ ରାତ୍ରିଯାପନ କରି ୨୦ରେ ଯିବେ ପୁରୀ ଜଗନ୍ନାଥ ମନ୍ଦିର । ପୁରୀ ବଡଦାଣ୍ଡର
HEALTH
୪୧ ଔଷଧର ବଦଳିଲା ମୂଲ୍ୟ
ଅର୍ଗସ ବ୍ୟୁରୋ: ମଧୁମେହ, ଶରୀରର ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ ସମସ୍ୟା, ଆଣ୍ଟାସିଡ୍‌, ସଂକ୍ରମଣ, ଏବଂ ଆଲର୍ଜି, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ପରିନ କେତକ ଔଷଧର ମୂଲ୍
ଖଲ୍ଲିକୋଟ
ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ ?
ବ୍ରହ୍ମପୁର: କାହା ଚାପରେ ଚୁପ ଗଞ୍ଜାମ ପୋଲିସ । ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ । ବିଜେପିର ଅଭିଯୋଗ ପରେ ବି ଚୁପ ବସିଛି ପୋଲିସ