ବଦଳିଲେ ସୋର ବିଜେପି ବିଧାୟକ ପ୍ରାର୍ଥୀ, ପର୍ଶୁରାମ ଧଡ୍ଡାଙ୍କୁ ମିଳିଲା ଟିକେଟ
by Argus News
Tue, May 14 | 12:34 p.m.

ଅର୍ଗସ ବ୍ୟୁରୋ : ପ୍ରାର୍ଥୀ ପରିବର୍ତ୍ତନ କଲା ବିଜେପି । ବାଲେଶ୍ବର ଜିଲ୍ଲା ସୋର ନିର୍ବାଚନମଣ୍ଡଳୀରେ ପ୍ରାର୍ଥୀ ପରିବର୍ତ୍ତନ । ଏଠାରେ ପୂର୍ବରୁ ରାଜେନ୍ଦ୍ର ଦାସଙ୍କୁ ଦଳ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଆଜି ଏଥିରେ ପରିବର୍ତ୍ତନ କରାଯାଇଛି । ଦଳ ପର୍ଶୁରାମ ଧଡ୍ଡାଙ୍କୁ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୋର ବିଧାୟକ ପର୍ଶୁରାମ ଧଡ୍ଡା କିଛି ଦିନ ତଳେ ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିଲେ । ଦଳୀୟ ପ୍ରାର୍ଥୀ ଭାବେ ରାଜେନ୍ଦ୍ର ଦାସଙ୍କ ନାଁ ବିଜେପି ଘୋଷଣା କରିବାର ପ୍ରାୟ ମାସେରୁ ଊର୍ଦ୍ଧ୍ବ ସମୟ ବିତିବା ପରେ ବି ସେ ପ୍ରଚାର ମଇଦାନକୁ ଓହ୍ଲାଇ ପାରିଲେନି । ଅନ୍ୟପକ୍ଷରେ ପ୍ରାର୍ଥୀ ପରିବର୍ତ୍ତନ ଦାବିକୁ ଜୋରଦାର କରିଛନ୍ତି ଦଳୀୟ କର୍ମକର୍ତ୍ତା । ତେଣି ପ୍ରାର୍ଥୀ ପରିବର୍ତ୍ତନ କରିଛି ବିଜେପି ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା