ଧର୍ମଘଟରୁ ଓହରିଲେ ଦକ୍ଷିଣ ପଶ୍ଚିମାଞ୍ଚଳ ବସ୍‌ ମାଲିକ ସଂଘ
by Argus News
Mon, Oct 07 | 12:39 p.m.

ଅର୍ଗସ ବ୍ୟୁରୋ: ଧର୍ମଘଟରୁ ଓହରିଲେ ଦକ୍ଷିଣ ପଶ୍ଚିମାଞ୍ଚଳ ବସ୍‌ ମାଲିକ ସଂଘ । ପରିବହନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଧର୍ମଘଟରୁ ଓହରିଲା ସଂଘ । ଗୋଳନ୍ଥରା ସ୍ଥିତ ପରିବହନ ମନ୍ତ୍ରୀଙ୍କ ବାସଭବନରେ ଚାଲିଥିଲା ବୈଠକ । ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରୁଛି ଘରୋଇ ବସ୍ ମାଲିକ ସଂଘ । ଏଥିପାଇଁ ଆନ୍ଦୋଳନର ଡାକରା ଦିଆଯାଇଥିଲା ।
 

ଧନିଆ
ଧନିଆ ପାଣି ଶରୀରକୁ ଏପରି କରିଦେ..
ନୂଆଦିଲ୍ଲୀ: ରୋଷେଇ ଘରେ ଥିବା ଧନିଆ ଏପରି ଏକ ମସଲା ଯାହା ବିଭିନ୍ନ ହିତକର କାର୍ଯ୍ୟରେ ଲାଗିଥାଏ। ଧନିଆର ମଞ୍ଜି ଏବଂ ଧନିଆ ପତ୍ର ଉଭୟର ବହୁଳ ଭାବେ ବ୍ୟବହାର କରାଯାଇଥାଏ।
NIA SHARMA
ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା ଶର୍ମା, କହିଲେ...
ଅର୍ଗସ ବ୍ୟୁରୋ: ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା ଶର୍ମା। ‘ବିଗ୍‌ବସ୍‌ ୧୮’ରେ କିଛି ବ୍ୟକ୍ତିଗତ କାରଣ ଯୋଗୁ ସାମିଲ ହୋଇ ପାରୁ ନାହିଁ ବୋଲ
ଗଞ୍ଜେଇ ଜବତ
speed 10; ସ୍କ୍ରୋଲ୍ କରନ୍ତୁ , ଖବର ପଢନ୍ତୁ...
ଫଳ ଗାଡ଼ିରେ ଦେଢ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ ...ଓଡ଼ିଶାରୁ ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ଗଞ୍ଜେଇକୁ ଧରିଛି ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ..1.61 କୋଟିର ଗଞ୍ଜେଇ ଜବତ...3