ଓଡିଶା ଛୁଇଁଲା ମୌସୁମୀ; ମାଲକାନଗିରିରେ ଆରମ୍ଭ ହେଲା ବର୍ଷା
by Argus News
Sat, Jun 08 | 2:09 p.m.

ଅର୍ଗସ ବ୍ୟୁରୋ: ଓଡିଶା ଛୁଇଁଲା ମୌସୁମୀ । ରାଜ୍ୟରେ 4 ଦିନ ପୂର୍ବରୁ ମୌସୁମୀ ଛୁଇଁଲା । ଦକ୍ଷିଣ ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।  ମାଲକାନଗିରିର କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ । ପ୍ରଭାବରେ ମାଲକାନଗିରିର ଅନେକାଂଶ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି । ପର୍ଯ୍ୟାୟକ୍ରମେ ଅନ୍ୟ ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ।  

ପ୍ରଚଣ୍ଡ ଖରାରେ ପୁରା ରାଜ୍ୟବାସୀ ଆଉଟୁପାଉଟୁ ହେଉଥିବାବେଳେ ମୌସୁମୀ ଛୁଇଁବା ପରେ ସାମାନ୍ୟ ଆଶ୍ୱସ୍ତି ମିଳିବ । 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା