ଆସନ୍ତା 20ରେ ବାଚସ୍ପତି ନିର୍ବାଚନ
by Argus News
Fri, Jun 14 | 7:52 a.m.

ଅର୍ଗସ ବ୍ୟୁରୋ:  ଆସନ୍ତା 20 ତାରିଖରେ ହେବ ବାଚସ୍ପତି ନିର୍ବାଚନ ।  ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଅସ୍ଥାୟୀ ବାଚସ୍ପତ୍ତି ଭାବେ ନିଯୁକ୍ତ ହୋଇଛନ୍ତି। ଅସ୍ଥାୟୀ ବାଚସ୍ପତି ଭାବେ ଆଜି ଶପଥ ନେବେ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଏଥିସହ ନୂଆ ବିଧାୟକମାନେ ଜୁନ 18 ଏବଂ 19 ତାରିଖରେ ଶପଥ ନେବେ । ପରମ୍ପରା ଅନୁଯାୟୀ ଜଣେ ବରିଷ୍ଠ ଓ ଅଭିଜ୍ଞ ବିଧାୟକଙ୍କୁ ଅସ୍ଥାୟୀ ବାଚସ୍ପତି ଭାବେ ନିଯୁକ୍ତି ଦିଆଯାଏ। ନୂଆ ବାଚସ୍ପତି ନିର୍ବାଚନ ପର୍ଯ୍ୟନ୍ତ ସେ ଗୃହ ପରିଚାଳନା କରନ୍ତି। ଏଖବରକୁ ନେଇ ସମସ୍ତେ ଉତ୍ସାହିତ ଅଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର