ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନିମନ୍ତେ କରାଯିବ ସ୍ବତନ୍ତ୍ର ବ୍ୟବସ୍ଥା
by Argus News
Mon, Nov 13 | 8:38 p.m.

ପୁରୀ : ଶ୍ରୀମନ୍ଦିରରେ ଦିବ୍ୟାଙ୍ଗ ଭକ୍ତଙ୍କ ଦର୍ଶନ ନେଇ ନିଆଯିବ ସ୍ୱତନ୍ତ୍ର ପଦକ୍ଷେପ। ପରିକ୍ରମା ପ୍ରକଳ୍ପର ଶୁଭ ଉଦ୍ଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗ ମାନଙ୍କ ନିମନ୍ତେ କରାଯିବ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା। ଶ୍ରୀମନ୍ଦିର ରୀତି ନୀତି ଓ ପରମ୍ପରାକୁ ନଜରରେ ରଖି ଦିବ୍ୟାଙ୍ଗ ଦର୍ଶନ  ସ୍ୱତନ୍ତ୍ର ଏସଓପି ଦ୍ୱାରା କରାଜିବାକୁ ରହିଛି ଲକ୍ଷ। ପ୍ରତିଦିନ ସ୍ୱତନ୍ତ୍ର ସମୟରେ ସ୍ୱତନ୍ତ୍ର ଭାବେ ଏହି ଦର୍ଶନ ବ୍ୟବସ୍ଥା କରାଯିବ।

ଅଧିକ ପଢନ୍ତୁ : ଆଗାମୀ ରଥଯାତ୍ରାରୁ ଖୋଲିପାରେ ଶ୍ରୀଗୁଣ୍ଡିଚା ମନ୍ଦିର

ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ ନିଆଯାଇ ଦିବ୍ୟାଙ୍ଗ ମାନଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବ। ପରିକ୍ରମା ପ୍ରକଳ୍ପରେ ଉତ୍ତର ଦ୍ୱାର ଠାରେ ଦିବ୍ୟାଙ୍ଗଙ୍କ ପାଇଁ କରାଯାଇଛି ସ୍ୱତନ୍ତ୍ର ବିଶ୍ରାମ ଗୃହ। ଶ୍ରୀକ୍ଷେତ୍ର ଦିବ୍ୟାଙ୍ଗ ସେବା ସଂଗଠନ ର ଦାବି ପରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ।

ବେଆଇନ୍ ମେଡିସିନ୍
45m ago
କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍ ?
ମାଲକାନଗିରି : କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍। ମାଲକାନଗିରି ମୋଟୁ ଇସଲାମନଗରର ବେଆଇନ୍ କାରବାର ପଛର କିଏ ସେହି ସଇତାନ୍। ମାସୁମ
ଆକ୍ସନ୍
ଭବାନୀପାଟଣା ଫରେଷ୍ଟର୍ ସଞ୍ଜୟ ନାୟକ ଆତ୍ମହତ୍ୟା ମାମଲାରେ ଆକ୍ସନ୍
କଳାହାଣ୍ଡି: ଚାରା ଦୁର୍ନୀତି କରୁଥିଲେ, ପିସି କାରବାର ପାଇଁ ଅଧନସ୍ଥ କର୍ମଚାରୀଙ୍କ ଉପରେ ମାନସିକ ଚାପ ପକାଉଥିଲେ। ଶେଷରେ ଅତିଷ୍ଠ ହୋଇ ଆତ୍ମହତ୍ୟା କଲେ କଳାହାଣ୍ଡି ଜାରିଙ୍ଗି ହାଇଟେକ
ଗାଜା
ଗାଜାରେ ପୁଣି ଆତଙ୍କୀ ଖୋଜ୍ ରେ ଆଡିଏଫ୍
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଭୟଙ୍କର ହେଉଛି ଯୁଦ୍ଧ ସ୍ଥିତି। ପାଲେଷ୍ଟାଇନ୍, ଲେବାନନ୍, ଇରାନ୍ ସବୁଆଡ଼େ ଆକ୍ରମଣ କରୁଛି ଇସ୍ରାଏଲ୍। ତେବେ ଇସ୍ରାଏଲକୁ କଡ଼ା ଚେତାବନୀ ଦେଇଛନ୍ତ