ବାତ୍ୟା ପାଇଁ ଆଲର୍ଟ ମୋଡରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଅଫିସ
by Argus News
Mon, Oct 21 | 11:35 a.m.

ଅର୍ଗସ ବ୍ୟୁରୋ:୨୩ରେ ବାତ୍ୟା ସମ୍ଭାବନା ଥିବାବେଳେ ବାତ୍ୟା ପାଇଁ ଆଲର୍ଟ ମୋଡରେ ରହିଛି ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଅଫିସ। ଖୋଲିଛି୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ପ୍ରସ୍ତୁତି ଉପରେ ସରକାର ନଜର ରଖିଥିବାବେଳେ ଗସ୍ତ କରିବେ ବରିଷ୍ଠ ଆଇଏସ୍ ଅଧିକାରୀ। ଆଜି ସନ୍ଧ୍ୟାରେ ବିଭିନ୍ନ ଜିଲ୍ଲା ଅଭିମୁଖେ ବାହାରିବେ NDRF, ଓଡ୍ରାଫ  ଓ ଅଗ୍ନିଶମ ଟିମ୍। ସ୍ଥିତି ସମୀକ୍ଷା କରି ଅପରାହ୍ନ ସୁଦ୍ଧା ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି
 

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ