Speed 10 : ସ୍କ୍ରୋଲ କରନ୍ତୁ, ଦିନତମାମର ଖବର ପଢନ୍ତୁ
by Argus News
Mon, Sep 09 | 8:59 p.m.

ଅର୍ଗସ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗଭୀର ଅବପାତ, ଅତି ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ସିବିଆଇକୁ ତଦନ୍ତ ପାଇଁ ଆଉ ସପ୍ତାହେ ସମୟ ଦେଲେ ସୁପ୍ରିମକୋର୍ଟ । ଆଉ ଏକ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

ମେଡିକାଲରେ ପଶିଲା ବନ୍ୟା ପାଣି । ସ୍ବାଭିମାନ ଅଞ୍ଚଳ ଜୋଡ଼ାମ୍ବ ପ୍ରାଥମିକ ଚିକିତ୍ସାଳୟରେ ପଶିଲା ପାଣି । ମେଡିସିନ୍ ଓ ମେଡିକାଲ କାଗଜପତ୍ର ଓଦା, ରୋଗୀ ସେବା ବ୍ୟାହତ

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କହିଲେ ଏସ୍‌ଆର୍‌ସି । ସମୀକ୍ଷା ବୈଠକ ପରେ SRC ଦେଓରଞ୍ଜନ କୁମାର ସିଂଙ୍କ ସୂଚନା 

କୋଲକାତା ଲଜ୍ଜା: ନ୍ୟାୟ ପାଇଁ ୨୫ ଦେଶରେ ବିକ୍ଷୋଭ ପ୍ରଦର୍ଶନ

କଟକରେ ବନ୍ଦ ଘର ଭିତରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର। ସିଡିଏ ସେକ୍ଟର-୯ ସ୍ଥିତ ଭଡ଼ା ଘରୁ ମୃତଦେହ ଉଦ୍ଧାର  

ମଙ୍କିପକ୍ସ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା'। ସ୍ବାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ସଜାଗ, ସବୁ ପ୍ରବେଶ ପଥକୁ ଆଲର୍ଟ କରାଯାଇଛି' । 'ପ୍ରଭାବିତ ଅଞ୍ଚଳରୁ ଆସୁଥିବା ବ୍ୟକ୍ତିଙ୍କୁ ଆଇସୋଲେଟ ରଖାଯାଉଛି '

ଭଙ୍ଗାଯିବ ଦିଲ୍ଲୀରେ ଥିବା ଓଡ଼ିଶା ଭବନ । ଓଡ଼ିଶା ଭବନ ଭାଙ୍ଗିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ, ଓଡ଼ିଶା ଭବନରେ ରହିବା ଅସୁରକ୍ଷିତ ବୋଲି ଜଣାପଡ଼ିଛି

ନୂଆଁଖାଇରୁ ନୂଆ ଯୋଜନା ଆରମ୍ଭ କଲେ ରାଜ୍ୟ ସରକାର । ଚଷୀଙ୍କ ଆକାଉଣ୍ଟ ଗଲା ୪ ହଜାର ଲେଖାଏଁ ଟଙ୍କା

ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ, ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ନଭେମ୍ବର ୧୫ ସୁଦ୍ଧା ସମସ୍ତ ପରୀକ୍ଷା କେନ୍ଦ୍ରରେ ଲାଗିବ ସିସିଟିଭି 

 

ପୋଲିସ ଡିଜି ଓ୍ବାଇବି
21m ago
ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା। ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। ସୂଚନାଯୋଗ୍ୟ ଗତ ମାସରେ ପୁଲି
ଜମ୍ମୁ-କଶ୍ମୀର
43m ago
ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧିକ ମତଦାନ
ଅର୍ଗସ ବ୍ୟୁରୋ: ଏକ ଦଶନ୍ଧି ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଶେଷ ହୋଇଛି । ନିର୍ବାଚନ ଆୟୋଗଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧି
ରାଜଧାନୀରେ
ରାଜଧାନୀରେ ପୁଣି ବୋମାମାଡ: ୩ଟି ବୋମା ଫିଙ୍ଗିଲେ ଦୁର୍ବୁତ୍ତ
ଅର୍ଗସ ବ୍ୟୁରୋ: ରାଜଧାନୀରେ ପୁଣି ବୋମାମାଡ଼ ହୋଇଛି। କ୍ୟାପିଟାଲ ଥାନା ଅଞ୍ଚଳର ଦୁଇଟି ସ୍ଥାନରେ ବୋମାମାଡ ହୋଇଛି। ୨ଜଣ ଯୁବକ ବାଇକରେ ଆସି ଦୁଇଟି ସ୍ଥାନରେ ୩ଟି ବୋମା ପକାଇ ଫେରାର