Speed 10 : ସ୍କ୍ରୋଲ କରିବା ମାତ୍ରେ ଅପଡେଟ୍‌ ଖବର ପାଇବେ
by Argus News
Mon, Sep 23 | 8:19 p.m.

ଅର୍ଗସ ବ୍ୟୁରୋ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଚାଇଲ୍ଡ ପର୍ଣ୍ଣୋଗ୍ରାଫିକୁ ନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଛୋଟ ପିଲାଙ୍କ ସହ ଜଡିତ ଅଶ୍ଳିଳ କଣ୍ଟେଣ୍ଟ ଦେଖିବା ଏବଂ ସେଭଳି ଭିଡିଓ ଡାଉନଲୋଡ କରିବା ଅପରାଧ ବୋଲି କହିଛନ୍ତି ସୁପ୍ରିମକୋର୍ଟ

ଚର୍ଚ୍ଚିତ ଭରତପୁର ଥାନାରେ ନୂଆ ଆଇଆଇସିଙ୍କ ପୂଜାପାଠ :ପୂଜାପାଠ ସହ ଥାନା ଗେଟ୍‌ରେ ଲଙ୍କାଲେମ୍ବୁ ଝୁଲାଇଲେ ଆଇଆଇସି, ନୂଆ ଜଏନ୍‌ କଲି, ମାନସିକ ଶାନ୍ତି ପାଇଁ ପୂଜା କରୁଥିବା କହିଲେ ଆଇଆଇସି

ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା : ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କଲେ କୋର୍ଟ, ବୈଦ୍ୟୁତିକ, ଛାପା ଓ ସାମାଜିକ ଗଣମାଧ୍ୟମରେ ପ୍ରକାଶ ମନା

ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ବିଜ୍ଞପ୍ତି ପ୍ରକାଶ । ତଦନ୍ତ ନିର୍ଦ୍ଦେଶ ବିଜ୍ଞପ୍ତି ପ୍ରକାଶ କଲା ଗୃହ ବିଭାଗ, ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି

ବିଜେଡି ପକ୍ଷରୁ ମଙ୍ଗଳବାର ଭୁବନେଶ୍ବରରେ ହରତାଳ ଡାକରା ପ୍ରତ୍ୟାହୃତ । ହରତାଳ ପ୍ରତ୍ୟାହାର ନେଇ ପ୍ରେସମିଟ୍‌ରେ ବିଜେଡିର ସୂଚନା, ନିରପେକ୍ଷ ତଦନ୍ତ ପାଇଁ ସରକାର ରାଜି ହୋଇଥିବାରୁ ପ୍ରତ୍ୟାହୃତ

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ । ଦୋଷୀ ଦେବରାଜ ଦିଗାଲ୍‌କୁ ଦଣ୍ଡାଦେଶ ଦେଲେ ପୋକ୍ସୋ କୋର୍ଟ

ଓସ୍କାର ଆୱାର୍ଡ ଦୌଡ଼ରେ ହିନ୍ଦୀ ଫିଲ୍ମ ଲାପତା ଲେଡିଜ୍ । ବେଷ୍ଟ ଫରେନ୍ ଫିଲ୍ମ-୨୦୨୫ ବର୍ଗରେ ସ୍ଥାନ ପାଇଲା ଲାପତା ଲେଡିଜ୍

ଜଗତପୁର ନିକଟ ଆତୋଡାରୁ ଠାବ ହେଲା ନକଲି କ୍ଷୀର ପ୍ରସ୍ତୁତ ୟୁନିଟ୍ । କମିଶନରେଟ ପୋଲିସ ପକ୍ଷରୁ ୟୁନିଟ୍‌ର ଚଢ଼ାଉ, ଅସ୍ୱାସ୍ଥ୍ୟକର ପରିବେଶରେ ପ୍ରସ୍ତୁତ ହେଉଥିଲା କ୍ଷୀର । ମିଲ୍‌କ ପାଉଡର ମିଶାଇ ନକଲି କ୍ଷୀର ପ୍ରସ୍ତୁତ ହେଉଥିବା ବେଳେ ଚଢାଉ

ଆସୁଛି ଲଘୁଚାପ; ୧୨ ଜିଲ୍ଲାରେ ନିର୍ଧୁମ ଛେଚିବ! ଆର୍ଲଟ ଜାରି

ଆଜିଠୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦାୟିତ୍ଵ ନେଲେ ଆତିଶୀ, କେଜ୍ରିୱାଲଙ୍କ ଇସ୍ତଫା ପରେ ନୂଆ ମୁଖ୍ୟମନ୍ତ୍ରୀ ହେଲେ ଆତିଶୀ
 


 

ପୁଷ୍ଟିକର
କଦଳୀ ଏବଂ କ୍ଷୀରକୁ ଏକାଠି ଖାଇବା ଦ୍ୱାରା ଶରୀରକୁ ଅନେକ ପୁଷ୍ଟିକର ଲାଭ ମିଳିଥାଏ
ଅର୍ଗସ ବ୍ୟୁରୋ: ଆମେ ଆଗରୁ ଜାଣିଛନ୍ତି ଯେ କ୍ଷୀର ଓ କଦଳୀ ଖାଇଲେ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଏହି ଦୁଇଟି ଏମିତି ଖାଦ୍ୟ ପଦାର୍ଥ ଯାହା ମିଶାଇକି ଖାଇଲେ ଶୀଘ୍ର ଓଜନ ବଢିଇବା ସ
HEALTH
କଲରା ସ୍ୱାସ୍ଥ୍ୟ ପାଇଁ ଭଲ ନା ଖରାପ ?
ଅର୍ଗସ ବ୍ୟୁରୋ: କଲରା ଖାଇବାକୁ କାହାକୁ ବି ଭଲ ଲାଗେ ନାହିଁ। ତଥାପି କଲରା ଖାଇବାକୁ ଘରେ ସମସ୍ତଙ୍କୁ ବାଧ୍ୟ କରନ୍ତି। କଲରା ମଧୁମେହ ରୋଗୀଙ୍କ ପାଇଁ ଏକ ଔଷଧ ଠାରୁ କମ
AMITABH BACHCHAN
ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ସହି ପାରିଲେନି ଅମିତାଭ
ଅର୍ଗସ ବ୍ୟୁରୋ: ପୁଣି ଚର୍ଚ୍ଚାରେ ବିଶ୍ୱ ସୁନ୍ଦରୀ। ଗତ କିଛି ଦିନ ହେବ ଅଭିନେତ୍ରୀଙ୍କ ଲାଇଫରେ ଅନେକ କିଛି ଚାଲିଛି। ଜୁଆଡେ ବି ଯାଅ ସେହି ଗୋଟିଏ ପ୍ରଶ୍ନକୁ ନେଇ ଆଲୋଚନା। ସତର