ଟସ ଜିତିଲା SRH: ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି
by Argus News
Sun, Mar 31 | 3:33 p.m.

ଅର୍ଗସ ବ୍ୟୁରୋ: ଆଇପିଏଲ ୨୦୨୪ର ୧୨ତମ ମ୍ୟାଚରେ ରବିବାର ଗୁଜୁରାଟ ଟାଇଟନ୍ସ (ଜିଟି) ଏବଂ ସନରାଇଜର୍ସ ହାଇଦ୍ରାବାଦ (ଏସ୍ଆର୍‌ଏଚ୍) ମୁହାଁମୁହିଁ ହୋଇଛନ୍ତି। ଗୁଜୁରାଟର ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡ଼ିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ପ୍ୟାଟ୍ କମିନ୍ସ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଗୁଜୁରାଟ ଟାଇଟନ୍ସ ଅଧିନାୟକ ଶୁଭମନ ଗିଲ୍‌ଙ୍କ ନେତୃତ୍ବରେ ବୋଲିଂ କହିବାକୁ ପଡ଼ିଆକୁ ଓହ୍ଲାଇଛନ୍ତି। ଆଜି ମ୍ୟାଚ ବି ହାଇଦ୍ରାବଦ ଜିତିବାକୁ ଜୋରଦାର ପ୍ରୟାସ କରିବ। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 

ଆଜିଠାରୁ ଏକମାସ
12m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
34m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
36m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି