ଆଗାମୀ ରଥଯାତ୍ରାରୁ ଖୋଲିପାରେ ଶ୍ରୀଗୁଣ୍ଡିଚା ମନ୍ଦିର
by Argus News
Thu, Nov 09 | 7:55 p.m.

ପୁରୀ  : ଭକ୍ତଙ୍କ ଦର୍ଶନ ପାଇଁ ଏବେ ଖୋଲିବନି ଶ୍ରୀଗୁଣ୍ଡିଚା ମନ୍ଦିର | ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତିକରଣ କାର୍ଯ୍ୟ୍ୟ ବାଧାପ୍ରାପ୍ତ  ସମ୍ଭାବନା ଥିବାରୁ ଭକ୍ତଙ୍କ ପ୍ରବେଶକୁ କଟକଣା କରାଯାଇଛି | ଆଗାମୀ ରଥଯାତ୍ରାରୁ ଖୋଲିପାରେ ଶ୍ରୀଗୁଣ୍ଡିଚା ମନ୍ଦିର | 
 ଅଧିକ ପଢନ୍ତୁ ଓଡିଶା ଖବର

ଶ୍ରୀଗୁଣ୍ଡିଚା ମନ୍ଦିରର ଆନନ୍ଦ ବଜାର, ରୋଷଶାଳ, ଆଧ୍ୟାତ୍ମିକ ସ୍ଥଳ, ଲୀଳା କାନନ, ଆବିର୍ଭାବ କଥା, ପ୍ରଚାରପ୍ରସାର ଭଳି ଉନ୍ନତିମୂଳକ କାର୍ଯ୍ୟ କରାଯାଉଥିବାରୁ ବନ୍ଦ ରହିବ ଶ୍ରୀଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ପ୍ରବେଶ | ଏହାକୁ କିଭଳି ରଥଯାତ୍ରା ପୂର୍ବରୁ ସମ୍ପର୍ଣ୍ଣ କରାଯିବ ତା ଉପରେ ଗୁରୁତ୍ୱ ଦେଇଛି ଶ୍ରୀମନ୍ଦିର ପ୍ରଶାସନ। ରଥଯାତ୍ରା ପରେ ଭକ୍ତଙ୍କ ପାଇଁ ଖୋଲିପାରେ ଶ୍ରୀଗୁଣ୍ଡିଚା ମନ୍ଦିର।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା