ଜନ୍ମବେଦୀରେ ସରିଯିବ ଶ୍ରୀଜିଉଙ୍କ ଲୀଳାଖେଳା
by Argus News
Sun, Jul 14 | 7:36 p.m.

ଅର୍ଗସ ବ୍ୟୁରୋ: କାଲି ବାହୁଡ଼ା ଯାତ୍ରା । ଜନ୍ମବେଦୀରେ ସରିଯିବ ଶ୍ରୀଜିଉଙ୍କ ଲୀଳାଖେଳା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ସିଂହଦ୍ବାରକୁ ବାହୁଡ଼ିବେ ଶ୍ରୀଜିଉ । ଆଉ ମିଳିବନି ଆଡ଼ପ ଅବଢ଼ା କି ଶରଧାବାଲିରେ ଲାଗିବନି ମେଳା। 

ସମସ୍ତ ନୀତିକାନ୍ତି ଶେଷ ହେବା ପରେ ହେବ ପହଣ୍ଡି ଓ  ପରେ ରଥଟଣା । ପ୍ରଥମେ ଚକ୍ରରାଜ ସୁଦର୍ଶନ ପଛକୁ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ ଟାହିଆ ହଲାଇ ହଲାଇ ରଥାରୂଢ଼ ହେବେ ଶ୍ରୀ ଜଗନ୍ନାଥ ।  ବାଟରେ ଚତୁର୍ଦ୍ଧାମୂରତି ତାଙ୍କ ପ୍ରିୟ ମାଉସୀ ପ୍ରସ୍ତୁତ କରିଥିବା ପୋଡ଼ପିଠା ଖାଇବେ । ବାହୁଡ଼ା ଯାତ୍ରା ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ହରିୟାଣା ନିର୍ବାଚନ
16m ago
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ
ଏନ୍‌କାଉଣ୍ଟର
25m ago
ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୩୬ ହାର୍ଡକୋର ମାଓବାଦୀ
ଅର୍ଗସ ବ୍ୟୁରୋ : ଯେଉଁଠି ଦିନେ ଦବଦବା ଜାହିର କରୁଥିଲେ ଲାଲ୍‌ ବାହିନୀ, ଏବେ ସେଠି ଥରହର ସ୍ଥିତି । ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଘନ ଘନ କମ୍ବିଂ । ଏନକାଉଣ୍ଟର ବେଳେ କେତେବେଳ
ପିଏମ୍‌ କିଷାନ ଯୋଜନା
54m ago
ଚାଷୀଙ୍କୁ ମିଳିଲା ପିଏମ୍‌ କିଷାନ ଯୋଜନାର ୧୮ ତମ କିସ୍ତି
ଅର୍ଗସ ବ୍ୟୁରୋ : ବଦଳିଛି ସରକାର, ବଦଳିଛି ଯୁଗ | ଏବେ ଚାଲିଛି ଡବଲ ଇଞ୍ଜିନ ସରକାରର ଶାସନ, ଅନ୍ତ ହୋଇଛି ଚାଷୀ ଶୋଷଣ | ଆଜି ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ୱାସୀମରୁ 9.4 କୋଟ