ଶ୍ରୀମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦେକ୍ଷପ 
by Argus News
Fri, Apr 12 | 7:18 p.m.

ପୁରୀ: ଶ୍ରୀମନ୍ଦିର ଭିତରକୁ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦେକ୍ଷପ । ଆସନ୍ତା ୧୪ ତାରିଖରୁ ସିଂହଦ୍ୱାରରେ ଜଗିବେ ୨ ଜଣ ଲେଖାଏଁ ପ୍ରତିହାରୀ ସେବକ । ପ୍ରଥମ ପର୍ଯ୍ୟାୟରେ ସକାଳେ ଦୁଇ ଜଣ ଓ ସନ୍ଧ୍ୟାରେ ଦୁଇ ଜଣ ପ୍ରତିହାରୀ ସେବାୟତ ମୁତୟନ ହେବେ । ପରବର୍ତ୍ତୀ ଅବସ୍ଥାରେ ଚାରିଦ୍ବାରରେ ପ୍ରତିହାରୀ ସେବକ ଜଗିବେ । ଏନେଇ ପରିଚାଳନା କମିଟିର ସଦସ୍ୟ ମାଧବ ମହାପାତ୍ର ସୂଚନା ଦେଇଛନ୍ତି ।

ତ୍ରୀସ୍ତରୀୟ ସୁରକ୍ଷା ବଳୟ ଭାଙ୍ଗି ବାରମ୍ବାର ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ଘଟଣା ସାମନାକୁ ଆସୁଛି । ଶ୍ରୀମନ୍ଦିର ପ୍ରତି ବିପଦ ରହିଥିବା କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥା ପକ୍ଷରୁ ବାରମ୍ବାର ସତର୍କ କରାଯାଉଛି । କିନ୍ତୁ ବାରମ୍ବାର ଏଭଳି ଘଟଣା ସାମନାକୁ ଆସୁଛି । ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ମଧ୍ୟ ଦେଖିବାକୁ ମିଳିଛି ।

କେଉଁ ଉଦ୍ଦେଶ୍ୟ ନେଇ ଶ୍ରୀମନ୍ଦିରରେ ପଶିଥିଲେ ଅଣହିନ୍ଦୁ ବିଦେଶୀ ? 
 

ADR REPORT
8m ago
ଆସିଲା ଏଡିଆର୍ ରିପୋର୍ଟ; ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା
ଭୁବନେଶ୍ୱର: ଆସିଲା ଏଡିଆର୍ ରିପୋର୍ଟ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜ
24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର