ବାଘ ଛାଲ ଜବତ କଲା STF ଟିମ
by Argus News
Mon, Feb 12 | 8:27 p.m.

ଅର୍ଗସ ବ୍ୟୁରୋ: ଦାରିଙ୍ଗବାଡ଼ି ଥାନା ଅଞ୍ଚଳରୁ ଚିତାବାଘ ଛାଲ  ଜବତ କଲା STF ଦଳ।  ଚିତା ବାଘ ଛାଲ ସହିତ ଗୋଟିଏ ଦେଶୀ ବନ୍ଧୁକ ଜବତ କରି ଜଣଙ୍କୁ ଗିରଫ କରାଯାଇଛି। 

ଗିରଫ ଜଣକ ହେଲେ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଗୋହିବାଡ଼ି ଗ୍ରାମର ଗଞ୍ଜନ ପ୍ରଧାନ। ଅଭିଯୁକ୍ତଙ୍କୁ STF ଦଳ ଗିରଫ କରିଥିବା ବେଳେ ଭୁବନେଶ୍ୱର ନେଇ ପଚରା ଉଚରା କରିଯାଇଛି। ଆଜି ଦାରିଙ୍ଗବାଡ଼ି କୋର୍ଟରେ ହାଜର କରାଯିବା ନେଇ ସୂଚନା ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଉଚ୍ଚ ଜୁଆର
25m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
28m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ