ବାତ୍ୟା 'ଦାନା', ହାଇଆଲର୍ଟରେ ୪ ଜିଲ୍ଲା
by Argus News
Thu, Oct 24 | 7:32 a.m.

ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ଦାନା’ । ଗତ ରାତିରେ ଭୀଷଣ ବାତ୍ୟାରେ ଏହା ପରିଣତ ହୋଇଛି । ଏହା କେନ୍ଦ୍ରୀୟ ଓ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ।  ଭୀଷଣ ବାତ୍ୟା ପ୍ରଭାବରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇପାରେ 4ଟି ଜିଲ୍ଲା । ହାଇଆଲର୍ଟରେ  ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଜଗତସିଂହପୁର। ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ପ୍ରଶାସନ । NDRF ଓ ଓଡରାଫ୍ ଟିମ୍ ମୁତୟନ । ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ କରାଯାଇଛି ସ୍ଥାନାନ୍ତର ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

STORM
24m ago
ପୂର୍ବାପେକ୍ଷା ଧୀର ହୋଇଛି ବାତ୍ୟାର ଗତି
ଅର୍ଗସ ବ୍ୟୁରୋ: ସମୁଦ୍ରରେ ବଳ ଗୋଟାଉଛି ବତ୍ୟା ଦାନା । ବଢିଲା ପବନ ବେଗର ପୂର୍ବାନୁମାନ । ପୂର୍ବାପେକ୍ଷା ଧୀର ହୋଇଛି ବାତ୍ୟାର ଗତି । ସମୁଦ୍ରରୁ ଭିତରେ ଏବେ ୧୨କିମି ବେଗରେ ଗତି କରୁଛ
ବାତ୍ୟା
28m ago
ଅସରାଏ ବର୍ଷା କାଚିଲେ ସ୍ଥିତି ବେହାଲ, ବାତ୍ୟାରେ କରିବେ କଣ ?
ଅର୍ଗସ ବ୍ୟୁରୋ: ଅସରାଏ ବର୍ଷା ହେଲେ ଟ୍ଵିନସିଟିରେ କେମିତି ବର୍ଷା ପାଣି ଜମେ ତାହା ଆମେ ସମସ୍ତେ ଦେଖନ୍ତି । ଏହାରି ଭିତରେ ବାତ୍ୟା ଆସି କବାଟ ଠକ୍‌ ଠକ୍‌ କଲାଣି । ଆ
PURI
53m ago
ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ
ଅର୍ଗସ ବ୍ୟୁରୋ: ଶ୍ରୀମନ୍ଦିରରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ, ଦୁଇଦିନ ପାଇଁ ହବିଷ୍ୟାଳୀଙ୍କ ଦର୍ଶନ ବନ୍ଦ । ବାତ୍ୟା ଦାନାକୁ ନେଇ ହବିଷ୍ୟାଳୀ ରହଣୀ କେନ୍ଦ୍ରରେ ବ୍ୟାପ