ଅର୍ଗସ ବ୍ୟୁରୋ : ଜିରୋ କାଜୁଆଲିଟିରେ ସଫଳ ମୁଖ୍ୟମନ୍ତ୍ରୀ । ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ଜିରୋ କାଜୁଆଲିଟିରେ ସଫଳ ହୋଇଛୁ କହିଲେ । ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ପ୍ରଶଂସା କଲେ । କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ।
ଅଧିକ ପଢନ୍ତୁ : "ଭୀଷଣ ବାତ୍ୟା" ରୁ "ବାତ୍ୟା"ରେ ପରିଣତ ହେଲା ଦାନା
ଏଥିସହ ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ ବୋଲି କହିଛନ୍ତି । ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ବାଭାବିକ ହେବ । ତେବେ ବାତ୍ୟାରେ ସ୍ଥାନାନ୍ତର ହୋଇଥିବା ସମସ୍ତ ଗର୍ଭବତୀ ମହିଳା ମଧ୍ୟରୁ ୧୬ଶହ ଗର୍ଭବତୀ ଶିଶୁ ଜନ୍ମ କରିଛନ୍ତି । ଉଭୟ ମା ଏବଂ ପିଲା ସୁସ୍ଥ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।