ପାଞ୍ଚ ଦଫା ଦାବି ନେଇ ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
by Argus News
Sat, Dec 02 | 2:39 p.m.

ଅର୍ଗସ ବ୍ୟୁରୋ:  ସାମ୍ବାଦିକଙ୍କ ହକ୍ ପାଇଁ ଆନ୍ଦୋଳନକୁ ଓହ୍ଲାଇଛି ଅନୁଗୁଳ ଜିଲ୍ଲା ଉତ୍କଳ ସାମ୍ବାଦିକ ସଂଘ । ଏହି କ୍ରମରେ ପାଞ୍ଚ ଦଫା ଦାବି ପୂରଣ ନେଇ ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ ସଂଘର କାର୍ଯ୍ୟକର୍ତ୍ତା । ସାମ୍ବାଦିକଙ୍କ ସୁରକ୍ଷା ଆଇନ ପ୍ରଣୟନ, ବୟସ୍କ ସାମ୍ବାଦିକଙ୍କୁ ପେନସନ୍ ପ୍ରଦାନ, ପ୍ରେସ୍ ଏକାଡେମୀ ଗଠନ ଭଳି ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଛି ସଂଘ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021