ସରଳ ଶବ୍ଦରେ ପାକିସ୍ତାନକୁ କଡ଼ା ବାର୍ତ୍ତା,ଆତଙ୍କବାଦର ବିନାଶ ବିନା ବିକାଶ ଅସମ୍ଭବ:ଏସ୍ ଜୟଶଙ୍କର
by Argus News
Wed, Oct 16 | 8:17 p.m.

ଅର୍ଗସ ବ୍ୟୁରୋ:  ପାକିସ୍ତାନ ମାଟିରେ ଆୟୋଜିତ ସାଙ୍ଘାଇ କର୍ମୋପେସନ ଅର୍ଗାନାଇଜେନ ବୈଠକରେ ପାକିସ୍ତାନ ଓ ତାର ସହଯୋଗୀ ରାଷ୍ଟ୍ର ଚୀନକୁ ଭାରତ ଶୁଣାଇଛି ଚରମବାଣୀ। ସରଳ ଶବ୍ଦରେ ବିଦେଶ ମନ୍ତ୍ରୀ ଜୟଶଙ୍କର କଡ଼ା ବାର୍ତ୍ତା ଦେଇଛନ୍ତି। ଆଲୋଚନା ପାଇଁ ଆତଙ୍କବାଦ ବନ୍ଦ କରିବା ଜରୁରୀ, ସିପିଇସି ପ୍ରୋଜେକ୍ଟ ଦ୍ବାରା ହେଉଛି ଭାରତର ସାର୍ବଭୌମତ୍ବର ଉଲ୍ଲଂଘନ ହେଉଛି,ପାରସ୍ପରିକ ସହଯୋଗ ପାଇଁ ଦରକାର ଅନ୍ୟର ସାର୍ବଭୌମତ୍ବର ସମ୍ମାନ ବୋଲି କହିଛନ୍ତି।

ପାକିସ୍ତାନକୁ ଆକ୍ଷେପ କରି ଆତଙ୍କବାଦ କେବେ ହେଲେ ବାଣିଜ୍ୟ ଏବଂ ଯୋଗାଯୋଗ ବୃଦ୍ଧି କରିବ ନାହିଁ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି,ଯଦି ଦୁଇ ଦେଶର ସୀମାରେ ଆତଙ୍କବାଦ ଏବଂ ବିଚ୍ଛନ୍ନତାବାଦ ମନୋଭାବ ରହେ, ତେବେ ଦ୍ୱିପାକ୍ଷିକ ବାଣିଜ୍ୟ ଏବଂ ସମ୍ପର୍କକୁ ସହଯୋଗ କରିବା ସମ୍ଭବ ନୁହେଁ। ବିକାଶ ଏବଂ ଅଭିବୃଦ୍ଧି ସର୍ବଦା ଶାନ୍ତି ଏବଂ ସ୍ଥିରତା ଉପରେ ନିର୍ଭର କରେ। ଆତଙ୍କବାଦର ବିନାଶ ନ ହେଲେ, ବିକାଶ ହୋଇପାରିବ ନାହିଁ। ବର୍ତ୍ତମାନ ସମୟରେ ଆତଙ୍କବାଦ, ବିଚ୍ଛିନ୍ନତାବାଦ ଏବଂ ଉଗ୍ରବାଦ ବିରୋଧରେ ଲଢେଇ କରିବା ଏସଓସିର ମୂଳ ଲକ୍ଷ୍ୟ ବୋଲି କହିଛନ୍ତି ଜୟଶଙ୍କର
 


 

ଆଦାନୀ
ଆଦାନୀ କିଣିଲା ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ
ଅର୍ଗସ ବ୍ୟୁରୋ:ସେମୋଲିନା କିଚେନ୍ସର ୫୦ ପ୍ରତିଶତ ଅଂଶଧନ କିଣିଲା ଆଦାନୀ ଏଣ୍ଟରପ୍ରାଇଜ୍ରସ ଲିମିଟେଡ୍। ଫଳରେ ଆଦାନୀ ଗ୍ରୁପର ସହାୟକ କମ୍ପାନୀ ଆଦାନୀ ଏୟାରପୋର୍ଟ ହୋଲ୍ଡିଂ ଲିମିଟେଡ
ଲିଜେଣ୍ଡସ୍ ଲିଗ୍
ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ସଦର୍ଣ୍ଣ  ସୁପରଷ୍ଟାର ସହ କୋଣାର୍କ ସୂର୍ଯ୍ୟାସ୍ ସହ ଫାଇନାଲ୍ ମୁକାବିଲା
ଅର୍ଗସ ବ୍ୟୁରୋ: ଲିଜେଣ୍ଡସ୍ ଲିଗ୍ କ୍ରିକେଟ୍ ୨୦୨୪ । ଶ୍ରୀନଗରର ବକ୍ସି ଷ୍ଟାଡିୟମରେ ଚାଲିଛି ଫାଇନାଲ୍ ମ୍ୟାଚ୍। ଶକ୍ତିଶାଳୀ ସଦର୍ଣ୍ଣ ସୁପରଷ୍ଟାର ସହ ହେଉଛି କୋଣାର୍କ ସୂର୍ଯ୍ୟାସ
ରାଜଧାନୀରେ ଲୁଟ ଅପରେସନ
ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍, ୬ସାଇବର ଠକଙ୍କୁ ବାନ୍ଧିଲା କମିସନରେଟ୍ ପୋଲିସ
ଅର୍ଗସ ବ୍ୟୁରୋ:ଯମତରା ଗ୍ୟାଙ୍ଗ ଷ୍ଟାଇଲରେ ରାଜଧାନୀରେ ଲୁଟ ଅପରେସନ୍। ଆପାର୍ଟମେଣ୍ଟରେ କଲସେଣ୍ଟର କରି ଲୁଟୁଥିଲେ ସାଇବର ମାଫିଆ। ଫ୍ଲୁଏଣ୍ଟ ଇଂଲିସରେ ଆମେରିକା, ଚୀନ, ଇଂଲଣ୍ଡ ଲୋକଙ୍କ