ଦେହରେ ପେଟ୍ରୋଲ ଢାଳି ଯୁକ୍ତଦୁଇ ଛାତ୍ରୀଙ୍କ ମୃତ୍ୟୁ
by Argus News
Mon, Dec 11 | 2:03 p.m.

ଅର୍ଗସ ବ୍ୟୁରୋ: ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଆସିକା ବ୍ଲକ ଭେଟନଇ ଅଞ୍ଚଳର ଜଣେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତକ ହେଲେ ସେହି  ଅଞ୍ଚଳର ପୂଜା ଗୌଡ଼। ପୂଜା ଆଜି ସକାଳୁ ନିଜ ଘରେ କେହି ନଥିବା ସମୟରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। 

ନିଆଁକୁ ଦେଖି ଗ୍ରାମବାସୀ ଓ ପୂଜାଙ୍କ ପରିବାର ଲୋକେ ନିଆଁକୁ ଆୟତ୍ତ କରିଥିବା ବେଳେ ପୂଜାଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଖବରପାଇ କୋଟିନଡା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ୍ୟୁର କାରଣ ଖୋଜୁଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି