ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି
by Argus News
Thu, Oct 17 | 5:14 p.m.

ପୁରୀ: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି। ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ସେବାୟତ ଓ ସୁଆରମହାସୁଆର ନିଯୋଗର ସଦସ୍ୟ।  ଓମଫେଡ୍ ପରିବର୍ତ୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ପାଇଁ ଚିଠି ଲେଖିଲେ ସେବାୟତ । 

ଶୁଦ୍ଧ ଦେଶୀ ଗାଇ ଘିଅ, କ୍ଷୀର, ଲହୁଣୀ ଓ ଦହିର ଉତ୍ପାଦନ ଲାଗି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମହାପ୍ରଭୁଙ୍କ ଅମୃତମଣୋହୀ ଜମିରେ ଏକ ଗାଇ ଫାର୍ମ ନିର୍ମାଣ କରାଯାଉ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସେବାୟତ । ମହାପ୍ରଭୁଙ୍କ ନାମରେ ଗଚ୍ଛିତ ରହିଥିବା ଅର୍ଥରେ ଗୋଶାଳା ବା ଡାଏରୀ ଫାର୍ମ ପରିଚାଳନା କରିବାକୁ ଚିଠିରେ ଉଲ୍ଲେଖ ରହିଥିବା କହିଛନ୍ତି ସୁଆର ମହାସୁଆର ନିଯୋଗର ସଦସ୍ୟ । ସେପଟେ ଗୋଶାଳା ନିର୍ମାଣ ହେଲେ ଗୋ ସୁରକ୍ଷା ମଧ୍ୟ ହୋଇପାରିବ ବୋଲି କହିଛନ୍ତି ନିଯୋଗର ସଦସ୍ୟ ମଧୁସୂଦନ ସୁଆର । 

ଉଚ୍ଚ ଜୁଆର
6m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
10m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ