ଆଜିଠୁ ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ
by Argus News
Sat, Sep 07 | 7:25 a.m.

ଅର୍ଗସ ବ୍ୟୁରୋ:  ଆଜିଠୁ ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ। ଗାଁ ଗାଁ ବୁଲି ସୁଭଦ୍ରା ଯୋଜନା ସମ୍ବନ୍ଧରେ ଲୋକଙ୍କୁ ସଚେତନ କରାଇବାକୁ ଏହି ପ୍ରୟାସ ଆରମ୍ଭ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଆଜି ଗାନ୍ଧୀମାର୍ଗ ଠାରେ ଏହି ସଚେତନତା ରଥର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ବରିଷ୍ଠ ଅଧିକାରୀ ବି ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ