ସେପ୍ଟେମ୍ବର 17ରୁ ଆରମ୍ଭ ହେବ ସୁଭଦ୍ରା ଯୋଜନା 
by Argus News
Fri, Jul 26 | 6:48 p.m.

ଭୁବନେଶ୍ୱର: ସେପ୍ଟେମ୍ବର 17ରୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଯୋଜନା । କ୍ୟାବିନେଟ ନିଷ୍ପତ୍ତି ପରେ ବଜେଟରେ ସୁଭଦ୍ରା ଯୋଜନ ପାଇଁ 10ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ଏସଓପି ଓ ମଡ୍ୟୁଲ ପ୍ରସ୍ତୁତ ହେବା ବାକି ଅଛି।

ସୁଭଦ୍ରା ଯୋଜନା ଦ୍ୱାରା ମହିଳାମାନେ ଉପକୃତ ହେବେ। ମହିଳା ଓ ବୁଦ୍ଧିଜୀବୀଙ୍କ ମତାମତ ନେଲା ପରେ ମଡ୍ୟୁଲ ଫାଇନାଲ୍ ହେବ। ଡ୍ରାଗନ ମୁଡରେ ଅଛି ଏସଓପି। ସରକାରଙ୍କ ତରଫରୁ ସବୁ କିଛି ପ୍ରସ୍ତୁତ ଅଛି। ଅଗଷ୍ଟ 15 ସୁଦ୍ଧା ମଡ୍ୟୁଲ ଫାଇନାଲ୍ ହେବ। ସୁଭଦ୍ର ଯୋଜନାକୁ ନେଇ ଭ୍ରମିତ ହୁଅନ୍ତୁ ନାହିଁ। ସମୟ ଆସିଲେ ସରକାର ବିଭିନ୍ନ ମାଧ୍ୟମରେ ବିଜ୍ଞାପନ ବାହାର କରିବେ। ଯୋଜନାରେ କିପରି ଅଧିକରୁ ଅଧିକ ମହିଳା ଉପକୃତ ହେବେ ସେଥିପ୍ରତି ଦୃଷ୍ଟି ଦିଆଯିବ। ସୁଭଦ୍ରା ଯୋଜନାରେ କୌଣସି ଗୁଜବ ଉପରେ ବିଶ୍ବାସ କରନ୍ତୁ ନାହିଁ।
ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା