ଖୁବଶୀଘ୍ର ରାଜ୍ୟର ସବୁ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା
by Argus News
Sun, Jun 23 | 1:09 p.m.

ଅର୍ଗସ ବ୍ୟୁରୋ : ସୁଭଦ୍ରା ଯୋଜନାକୁ ନେଇ ମତ ଦେଇଛନ୍ତି ରାଜ୍ୟ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି,  ସୁଭଦ୍ରା ଯୋଜନା କ୍ୟାବିନେଟ ମୋହର ବାଜିବା ପରେ ଡ୍ରାପଟିଙ୍ଗ ଷ୍ଟେଜରେ ଅଛି । ଏହି ୧୦୦ ଦିନ ମଧ୍ୟରେ ନିଶ୍ଚିତ ଭାବେ ସୁଭଦ୍ରା ଲଞ୍ଚ ହେବ । ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସବୁ ମହିଳାଙ୍କୁ ମିଳିବ ସୁଭଦ୍ରା ସ୍କିମ ଟଙ୍କା ।

ଅଧିକ ପଢନ୍ତୁ : ମୋହନ ସରକାରଙ୍କ ମାଷ୍ଟରଷ୍ଟ୍ରୋକ୍: କ୍ୟାବିନେଟ ମିଟିଂ ସରୁ ସରୁ ୪ ବଡ ଘୋଷଣା

ମହିଳା ଓ ଶିଶୁ ବିଭାଗ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିଛି ଏହି ସ୍କିମକୁ ମହିଳା ମାନଙ୍କ ପାଖରେ ପହଞ୍ଚେଇବା ପାଇଁ । ଏଥିସହ ସ୍କିମ ପାଇଁ ଯେଉଁ ବଜେଟର ଆବଶ୍ୟକତା ରହିଛି ସେ ନେଇ କେନ୍ଦ୍ର ସରକାରଙ୍କୁ ଅବଗତ କରାଯାଇଛି ଜିଏସଟି କାଉନସିଲ ବୈଠକରେ ବୋଲି କହିଛନ୍ତି ପ୍ରଭାତୀ ପରିଡା ।

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ