ଏହି ମହାନ୍ ପର୍ବରେ ସାମିଲ୍ ହେବା ପାଇଁ ବାର୍ତ୍ତା ଦେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ
by Argus News
Fri, Apr 19 | 7:23 a.m.

ଅର୍ଗସ ବ୍ୟୁରୋ : ନିର୍ବାଚନ ଉପଲକ୍ଷେ ପୁରୀ ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ଆକର୍ଷଣୀୟ ବାଲୁକାକଳା ନିର୍ମାଣ କରିଛନ୍ତି । ସମସ୍ତେ ଗଣତନ୍ତ୍ରର ଏହି ମହାନ୍ ପର୍ବରେ ସାମିଲ୍ ହୋଇ ନିଜ ଅଧିକାର ତଥା ମତଦାନ କରିବାକୁ ସୁଦର୍ଶନ ତାଙ୍କ ବାଲୁକାକଳାରେ ବାର୍ତ୍ତା ଦେଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ବିଶେଷ କରି ଯୁବପିଢ଼ି ମାନଙ୍କୁ ଏହି ମତଦାନ ପ୍ରକ୍ରିୟାରେ ସାମିଲ ହେବାକୁ ସୁଦର୍ଶନ ଅନୁରୋଧ କରିଛନ୍ତି । ସୁଦର୍ଶନ ତାଙ୍କ ବାଲୁକାକଳାରେ DESH KA GARV ଏବଂ । VOTE FOR SUREର ବାର୍ତ୍ତା ଦେଇ ସମସ୍ତଙ୍କୁ ସଚେତନ କରିଛନ୍ତି । 

ଭୟାବହ ଅଗ୍ନିକାଣ୍ଡ
12m ago
ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର: ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏହି ଦୁର୍ଘଟଣାର
TANKA
13m ago
ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହି ୨୦୦ ଟଙ୍କା ଦିଆ ଯାଇଛି
ଅର୍ଗସ ବ୍ୟୁରୋ: ର୍ନିବାଚନ ଯେତେ ପାଖେଇ ଆସୁଛି ବର୍ତ୍ତମାନ ସେତେ ଜୋରରେ ପ୍ରଚାର ପ୍ରସାର କରାଯାଉଛି । ଆଉ ଭୋଟରଙ୍କୁ କିଣିବା ପାଇଁ ସଭାରେ ପୁଳା ପୁଳା ଟଙ୍କା ଵଣ୍ଟା ଯାଉଛି । ନବୀନଙ୍
TIGER
23m ago
ଧରାପଡିଲା ସହରୀ ବାଘ
ଅର୍ଗସ ବ୍ୟୁରୋ: ଧରାପଡିଲା ସହରୀ ବାଘ । ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା ମିଳିଛି । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁ