ବାଲୁକାକଳାରେ ଓଡିଆ ନବବର୍ଷର ଅଭିନନ୍ଦନ
by Argus News
Sun, Apr 14 | 7:13 a.m.

ଅର୍ଗସ ବ୍ୟୁରୋ:  ଉତ୍କଳୀୟ ନବବର୍ଷ ଉପଲକ୍ଷେ ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ଏକ ସୁନ୍ଦର ବାଲୁକାକଳା ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ବାଲୁକାକଳାରେ ମହାପ୍ରଭୁଙ୍କ ପ୍ରତିକୃତି ନିର୍ମାଣ କରିବା ସହ ଓଡିଆ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି। ଜୟ ଜଗନ୍ନାଥ ସହ ODIA NEW YEAR ଲେଖି ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡିଆ ପରମ୍ପରା ଅନୁଯାୟୀ ବାଲୁକାରାଶିରେ ସୁଦର୍ଶନ ତୁଳସୀ ଚଉରା, ପଣା ପାଇଁ ଆବଶ୍ୟକ ଛତୁଆ, ନଡିଆ, କଦଳୀ, ଆମ୍ବ, ବେଲ ଇତ୍ୟାଦି ନିର୍ମାଣ କରିଛନ୍ତି। 

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

ଖଲ୍ଲିକୋଟ ହିଂସା ପାଇଁ
48m ago
ଖଲ୍ଲିକୋଟ ହିଂସା ପାଇଁ ଗଠନ ହେଲା SIT, ଗିରଫ ହେବେ ଫେରାର୍ ଅଭିଯୁକ୍ତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା SIT . ଏସଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍
AC
51m ago
ଏସିର ଥଣ୍ଡା ପବନ ଆର୍ଥ୍ରାଇଟିସ୍ ରୋଗୀଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ
ଅର୍ଗସ ବ୍ୟୁରୋ: ଏସିର ଥଣ୍ଡା ପବନ ଆର୍ଥ୍ରାଇଟିସ୍ ରୋଗୀଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ । ଥଣ୍ଡା ହେତୁ ଶରୀର ଏବଂ ଗଣ୍ଠିରେ ଯନ୍ତ୍ରଣା ହେବାର ସମସ୍ୟା ବଢିପାରେ । ଏସି,କୁଲରର ପବ
ଗ୍ରୀଷ୍ମ ପ୍ରବାହ
52m ago
୨୦ ରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସକାଳେ ଖରା ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ମେଘୁଆ ପାଗ ସହ କାଁ ଭାଁ ସ୍ଥାନରେ ବର୍ଷା ହେବା