ଉତ୍ତରକାଶୀର ଟନେଲ ରେଶକ୍ୟୁ ଟିମକୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
by Argus News
Tue, Nov 28 | 6:56 p.m.

ଅର୍ଗସ ବ୍ୟୁରୋ: ଉତ୍ତର କାଶୀର ଟନେଲ ରେଶକ୍ୟୁ ଟିମକୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଟନେଲର ଏକ ବାଲୁକା ଚିତ୍ର ଆଙ୍କି ପୁରୀ ବେଳାଭୂମିରେ ସାଲ୍ୟୁଟ ଆୱାର ରେସକ୍ୟୁ ଟିମର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ। 

ଉତ୍ତରକାଶୀର ଟନେଲରେ  ୪୧ ଜଣ ଶ୍ରମିକ ଫସି ରହିଥିବା ବେଳେ ଦୀର୍ଘ ୧୬ ଦିନ ପରେ ଆସୁଛି ଖୁସି ଖବର। ତେଣୁ ଟନେଲ ରେସକ୍ୟୁରେ ଥିବା ସିପାହୀ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ସୁଦର୍ଶନ। ୪୧ ଶ୍ରମିକଙ୍କ ଭିତରେ ରହିଛନ୍ତି ୫ ଓଡ଼ିଆ। ମହାପ୍ରଭୁଙ୍କ ପାଖରେ ୫ଓଡ଼ିଆଙ୍କ ସମେତ ସମସ୍ତ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ପ୍ରାର୍ଥନା କରିଛନ୍ତି ସୁଦର୍ଶନ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି