ଦୀପାବଳିରେ ବାଣ ଫୁଟାଇବାକୁ କଟକଣା ଲଗାଇଲେ ସୁପ୍ରିମକୋର୍ଟ
by Argus News
Tue, Nov 07 | 6:09 p.m.

ଅର୍ଗସ ବ୍ୟୁରୋ: ଏଥର ଦୀପାବଳିରେ ବାଣ ଫୁଟିବନି। ବାୟୁ, ଶବ୍ଦ ପ୍ରଦୂଷଣ ରୋକିବାକୁ  ସାରା ରାଜ୍ୟକୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଦିଲ୍ଲୀ, ଏନସିଆର ନୁହେଁ ସାରା ରାଜ୍ୟରେ କଟକଣା ଲଗାଇଇବାକୁ କୁହାଯାଇଛି। ବାରୁଦରେ ବେରିୟମ ସଲ୍ଟ ମିଶ୍ରିତ ବାଣକୁ ସମ୍ପୂର୍ଣ୍ଣ ବ୍ୟାନ କରାଯାଇଛି। 

ଦୀପାବଳିରେ ଘାତକ ବାଣ ଫୁଟାଇବା ନିଷିଦ୍ଧ। ଘାତକ ବାୟୁ ପ୍ରଦୂଷଣ କରୁଥିବା ବାଣ ଉପରେ କଟକଣା ଜାରି କଲେ। ରାଜସ୍ଥାନ ମାମଲାର ଶୁଣାଣି କରି କଟକଣା ଲଗାଇଲେ ସୁପ୍ରିମକୋର୍ଟ। କେବଳ ରାଜସ୍ଥାନରେ ନୁହେଁ ସାରା ଦେଶରେ ପ୍ରଦୂଷଣ ହେଉଛି। ତେଣୁ ପ୍ରଦୂଷଣ ସୃଷ୍ଟିକାରୀ ଏଭଳି ବାଣକୁ ନିୟନ୍ତ୍ରଣ କରାଯାଉ। 

ଅଧିକ ପଢ଼ନ୍ତୁ ଭାରତ ଖବର
 

ଗଣପର୍ବ ନୂଆଁଖାଇକୁ
8m ago
ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା
ଅର୍ଗସ ବ୍ୟୁରୋ: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଘର ଲିପା ପୋଛା ସହ ସାଜସଜ୍ଜା । କୃଷି ଭିତ୍ତିକ ଗଣପର୍ବକୁ ପାଳନ କରିବାକୁ ପ୍ରତି ଘରେ, ପ୍ରତି ପରିବାରର
ପେଟ୍ରୋଲ ଢାଳି
26m ago
ପେଟ୍ରୋଲ ଢାଳି ଆଥଲେଟଙ୍କୁ ନିର୍ମମ ହତ୍ୟା
ଅର୍ଗସ ବ୍ୟୁରୋ: ନିର୍ଯାତନା ଏ ଶବ୍ଦ କେବଳ ଭାରତ ଭିତରେ ସୀମିତ ନୁହେଁ। ଏ ଶବ୍ଦ ସାରା ବିଶ୍ବରେ ନାରୀ ସମାଜ ଉପରେ ପ୍ରଭାବ ପକାଉଛି। ପୁରୁଷ କେବଳ ନିଜର ସୀମିତ ସ୍ବାର୍ଥ ପାଇଁ ନାରୀର ସ୍ବପ୍ନକ
ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା