କେଜରିଓ୍ବାଲଙ୍କ ଜାମିନ ୭ ଦିନ ବୃଦ୍ଧି ଆବେଦନକୁ ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ
by Argus News
Wed, May 29 | 12:21 p.m.

ଅର୍ଗସ ବ୍ୟୁରୋ: ୨ ଜୁନରେ କୋର୍ଟରେ ସରେଣ୍ଡର କରିବେ କେଜରିୱାଲ । ଯାହା ଦ୍ୱାରା ସୁପ୍ରିମକୋର୍ଟରୁ କେଜ୍ରିୱାଲଙ୍କୁ ବଡ ଝଟକା ଲାଗିଛି । କେଜରିଓ୍ବାଲଙ୍କ ଯାଞ୍ଚ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ୭ ଦିନ ବୃଦ୍ଧି ଆବେଦନକୁ ତୁରନ୍ତ ଶୁଣାଣି କରିବାକୁ ମନା କରିଦେଇଛନ୍ତି କୋର୍ଟ । କେବଳ ଏତିକି ନୁହେଁ, ଆବେଦନ ବିଳମ୍ବରେ ଦାଖଲକୁ ନେଇ ପ୍ରଶ୍ନ ଉଠାଇଛନ୍ତି କୋର୍ଟ୍ । 

ଏଥିସହିତ କହିଛନ୍ତି, ମାମଲାର ଶୁଣାଣି ଅନ୍ୟ ଏକ ବେଞ୍ଚ ନିକଟରେ ସଂରକ୍ଷିତ ରହିଛି । ଏହାଛଡା ଶୁଣାଣି ପାଇଁ ଏହି ଆବେଦନକୁ ସୁପ୍ରିମକୋର୍ଟ୍ ମୁଖ୍ୟ ବିଚାରପତି ଡିୱାଇ ଚନ୍ଦ୍ରଚୁଡଙ୍କ ନିକଟକୁ ପଠାଇଦିଆଯାଇଛି । ସୁପ୍ରିମକୋର୍ଟଙ୍କ ଏଭଳି ନିଷ୍ପତ୍ତି ପରେ କେଜରିୱାଲ ଆସନ୍ତା ଜୁନ୍ ୨ରେ ସରେଣ୍ଡର କରିବା ସ୍ପଷ୍ଟ ହୋଇଛି।

ଅଧିକ ପଢ଼ନ୍ତୁ ଭାରତ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ