ଶିଶୁଙ୍କ ଅଶ୍ଲୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ
by Argus News
Mon, Sep 23 | 7:20 p.m.

 ଅର୍ଗସ ବ୍ୟୁରୋ: ଶିଶୁଙ୍କ ଅଶ୍ଳୀଳ ଭିଡିଓ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଶିଶୁଙ୍କ ଅଶ୍ଳୀଳ ଭିଡିଓ ରଖିବା ଓ ଦେଖିବା ଅପରାଧ । ଏଥିପାଇଁ ପକସୋ ଆଇନ ଅନୁଯାୟୀ ଅଭିଯୁକ୍ତମାନେ ଦଣ୍ଡିତ ହେବେ । ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । ପୂର୍ବରୁ ମାଡ୍ରାସ ହାଇକୋର୍ଟ ଏକ ରାୟରେ କହିଥିଲେ ଯେ, ଶିଶୁଙ୍କ ଅଶ୍ଳୀଳ ଭିଡିଓ ଦେଖିବା ଓ ଡାଉନଲୋଡ୍ କରିବା ଅପରାଧ ନୁହେଁ । ଏହାକୁ ଚ୍ୟାଲେଂଜ କରି ଆବେଦନକାରୀ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ମାଡ୍ରାସ ହାଇକୋର୍ଟଙ୍କ ରାୟକୁ ଖାରଜ କରିଛନ୍ତି । ଏଥିସହ ସଂସଦରେ ପକସୋ ଆଇନରେ ସଂଶୋଧନ ପାଇଁ ପ୍ରସ୍ତାବ ଦେଇଛନ୍ତି ସୁପ୍ରିମକୋର୍ଟ । ଶିଶୁଙ୍କ ଅଶ୍ଳୀଳ ଭିଡିଓକୁ ଶିଶୁ ଯୌନ ନିର୍ଯାତନା ଓ ଶୋଷଣ ସମ୍ବନ୍ଧୀୟ ବସ୍ତୁ  ନାମରେ ନାମିତ କରିବାକୁ କୋର୍ଟ ପ୍ରସ୍ତାବ ଦେଇଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ପୁଷ୍ଟିକର
କଦଳୀ ଏବଂ କ୍ଷୀରକୁ ଏକାଠି ଖାଇବା ଦ୍ୱାରା ଶରୀରକୁ ଅନେକ ପୁଷ୍ଟିକର ଲାଭ ମିଳିଥାଏ
ଅର୍ଗସ ବ୍ୟୁରୋ: ଆମେ ଆଗରୁ ଜାଣିଛନ୍ତି ଯେ କ୍ଷୀର ଓ କଦଳୀ ଖାଇଲେ ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ । ଏହି ଦୁଇଟି ଏମିତି ଖାଦ୍ୟ ପଦାର୍ଥ ଯାହା ମିଶାଇକି ଖାଇଲେ ଶୀଘ୍ର ଓଜନ ବଢିଇବା ସ
HEALTH
କଲରା ସ୍ୱାସ୍ଥ୍ୟ ପାଇଁ ଭଲ ନା ଖରାପ ?
ଅର୍ଗସ ବ୍ୟୁରୋ: କଲରା ଖାଇବାକୁ କାହାକୁ ବି ଭଲ ଲାଗେ ନାହିଁ। ତଥାପି କଲରା ଖାଇବାକୁ ଘରେ ସମସ୍ତଙ୍କୁ ବାଧ୍ୟ କରନ୍ତି। କଲରା ମଧୁମେହ ରୋଗୀଙ୍କ ପାଇଁ ଏକ ଔଷଧ ଠାରୁ କମ
AMITABH BACHCHAN
ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ସହି ପାରିଲେନି ଅମିତାଭ
ଅର୍ଗସ ବ୍ୟୁରୋ: ପୁଣି ଚର୍ଚ୍ଚାରେ ବିଶ୍ୱ ସୁନ୍ଦରୀ। ଗତ କିଛି ଦିନ ହେବ ଅଭିନେତ୍ରୀଙ୍କ ଲାଇଫରେ ଅନେକ କିଛି ଚାଲିଛି। ଜୁଆଡେ ବି ଯାଅ ସେହି ଗୋଟିଏ ପ୍ରଶ୍ନକୁ ନେଇ ଆଲୋଚନା। ସତର