କ୍ରୀଡା ବିଭାଗର ସମୀକ୍ଷା କଲେ କ୍ରୀଡାମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ
by Argus News
Mon, Jun 17 | 11:55 a.m.

ଅର୍ଗସ ବ୍ୟୁରୋ:  ଆକ୍ସନ ମୋଡ଼ରେ  କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ। ଦାୟିତ୍ବ ନେବା ଦିନଠୁ ଆକ୍ସନ ମୋଡରେ ପିପୁଲ୍ସ ଗର୍ଭେଣ୍ଟ । ଘନ ଘନ ବୈଠକ ନେଉଛନ୍ତି  ମୋହନ ସରକାରଙ୍କ ମନ୍ତ୍ରୀ । ମନ୍ତ୍ରୀ ପଦ ଘୋଷଣା ପରେ ପ୍ରଥମ କରି କଳିଙ୍ଗ ଷ୍ଟାଡିୟମରେ ପହଁଚିଲେ ସୁରଜ । 

ମନ୍ତ୍ରୀ ପଦ ଘୋଷଣା ପରେ ପ୍ରଥମ ଥର କରି କଳିଙ୍ଗ ଷ୍ଟାଡିୟମରେ ପହଁଚିଲେ ସୁରଜ । କ୍ରୀଡା ସଚିବ ଭିନିଲ କ୍ରୀଷ୍ଣାଙ୍କ ସହ କରୁଛନ୍ତି ଆଲୋଚନା ।

କ୍ରୀଡା ବିଭାଗର ସମୀକ୍ଷା କରୁଛନ୍ତି ସୂରଜ । କଳିଙ୍ଗ ଷ୍ଟାଡିୟମରେ ଆଜି ବିଭାଗୀୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ବୈଠକରେ କ୍ରୀଡା ସଚିବ ଭିନିଲ କ୍ରୀଷ୍ଣା, ପ୍ରମୁଖ ସଚିବ ଅରବିନ୍ଦ ଅଗ୍ରୱାଲ, ହକି ପ୍ରମୋସନ କାଉନସିଲ ଚେୟାରମ୍ୟାନ ଦିପାଙ୍କର ମହାପାତ୍ର ଓ ଯୁଗ୍ମ ସଚିବ ଉପସ୍ଥିତ ଅଛନ୍ତି । ବର୍ତ୍ତମାନ ସମୟରେ ରାଜ୍ୟରେ କ୍ରୀଡାକୁ ନେଇ କ'ଣ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କିତ ବିଷୟ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ସୂର୍ଯ୍ୟବଂଶୀ ସୂରଜ । 

ଆହୁରି ପଢନ୍ତୁ ଓଡିଶା ଖବର...
 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ