ମେଟ୍ରୋ ପ୍ରକଳ୍ପ ପାଇଁ ବାଣୀବିହାରରୁ ଶିଶୁଭବନ ଛକରେ ସର୍ଭେ
by Argus News
Fri, Apr 26 | 11:12 a.m.

ଅର୍ଗସ ବ୍ୟୁରୋ:  ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ପାଇଁ ସର୍ଭେ ଆରମ୍ଭ । ବାଣୀବିହାରରୁ ଶିଶୁଭବନ ଛକ ବା ଜନପଥରେ ସର୍ଭେ କରାଯାଇଛି । ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ବା BMRCL ସମେତ ବିଡ଼ିଏ, ବିଏମସି, ଟିପିସିଓଡିଏଲ ଭଳି ସଂସ୍ଥା ମିଳିତ ଭାବରେ ଏହି ସର୍ଭେ କରୁଛନ୍ତି । ବିଶେଷ ଭାବେ ପ୍ରସ୍ତାବିତ ମେଟ୍ରୋ ଷ୍ଟେସନ ଏବଂ ମେଟ୍ରୋ ରାସ୍ତାରେ ଥିବା ବିଭିନ୍ନ ଗଛ ଓ ବିଦ୍ୟୁତ୍ ଖୁଣ୍ଟକୁ ନଜରରେ ରଖି ଏହି ସର୍ଭେ କରାଯାଇଛି । ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରୁ ତ୍ରିଶୁଳିଆ ପରେ କଟକ ଯାଏଁ ମେଟ୍ରୋ ଟ୍ରେନ ଚାଲିବା ନେଇ ପ୍ରସ୍ତାବ ଦେଇଥିଲେ ସରକାର ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ରାଜନାଥ ସିଂ
3m ago
ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି  ରାଜ୍ୟ ସରକାର ହଜାଇଦେଲେ: ରାଜନାଥ ସିଂ
ସମ୍ବଲପୁର: ନାକ୍‌ଟିଦେଉଳରେ ପୁଣି ରତ୍ନଭଣ୍ଡାର ଚାବି ପ୍ରସଙ୍ଗ ଦୋହରାଇଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। କହିଲେ, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି ଏ ସରକା
ସ୍ବଚ୍ଛ ପାନୀୟ
25m ago
5 ବର୍ଷରେ ଆଖି ବୁଜିଲେଣି 15 ଜଣ
ଅନୁଗୁଳ: ସ୍ବଚ୍ଛ ପାନୀୟ ଜଳ ଯୋଗାଇବାରେ ବିଫଳ ବିଜେଡି ସରକାର । ଫେଲ୍ ମାରିଛି ବସୁଧା ଯୋଜନା ଓ ମେଗା ପାନୀୟ ଜଳ ପ୍ରକଳ୍ପ । 50 ପରିବାରର ଶୋଷ ମେଣ୍ଟାଉଛି ଗୋଟିଏମାତ୍ର ନଳକୂପର
ପର୍ଯ୍ୟାୟ ନିର୍ବାଚନ
51m ago
ସୁବର୍ଣ୍ଣପୁରର ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ମତଦାନ
ସୁବର୍ଣ୍ଣପୁର: ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ମତଦାନ । ଜିଲ୍ଲାର ସୋନପୁର ବିଧାନସଭ