ସ୍ତ୍ରୀ ଉପରେ ସନ୍ଦେହ, ମୁଣ୍ଡ କାଟିଦେଲା ସ୍ବାମୀ
by Argus News
Sat, Dec 09 | 7:56 p.m.

ନୟାଗଡ : ସ୍ତ୍ରୀର କଟାମୁଣ୍ଡଧରି ଥାନାରେ ପହଞ୍ଚିଲେ ସ୍ବାମୀ । ବାଣିଗୋଛା ଥାନା ବିଡ଼ାପାଜୁ ଗ୍ରାମର ଅର୍ଜୁନ ବାଘ ସ୍ତ୍ରୀକୁ ହତ୍ୟାକରୀ କଟାମୁଣ୍ଡ ଧରି ବାଣୀଗୋଛା ଥାନାରେ ପହଞ୍ଚିଥିବା ସୂଚନା । ପରକ୍ରିୟା ପ୍ରୀତିକୁ ସନ୍ଦେହ କରି ସ୍ତ୍ରୀକୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି  l ସ୍ତ୍ରୀର କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ । 
ତେବେ ତାଙ୍କର ଦୁଇଟି ପୁତ୍ର ସନ୍ତାନ ଥିବା ସୂଚନା ମିଳିଛି । ଅଭିଯୁକ୍ତ ସ୍ବାମୀକୁ ଥଆନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

 

ଅଧିକ ପଢନ୍ତୁ ଓଡିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ