ସକାଳ ସାଢେ 8 ସୁଦ୍ଧା ତାପମାତ୍ରା 38 ଡିଗ୍ରୀ ପାର୍
by Argus News
Wed, May 01 | 9:52 a.m.

ଭୁବନେଶ୍ୱର: ସକାଳୁ ଅସହ୍ୟ ତାତି । ଆକାଶରୁ ହେଉଛି ନିଆଁ ବର୍ଷା । ସକାଳ 8ଟା 30 ସୁଦ୍ଧା 35 ଟପିଲା 12 ସହରର ତାପମାତ୍ରା । 38.4 ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର । ଭବାନୀପାଟଣା 37.4, ବାରିପଦା 36.4, ବଲାଙ୍ଗୀର 36.2, ଟିଟିଲାଗଡ଼ ଓ ବାଲେଶ୍ବର 36, ହୀରାକୁଦ 35.6,ଝାରସୁଗୁଡା ଓ  କେନ୍ଦୁଝର 35.4, କଟକ, ସମ୍ବଲପୁର, ମାଲକାନଗିରି ଓ  ବୌଦ୍ଧରେ 35, ସୋନପୁର ଓ ଭୁବନେଶ୍ବରରେ 34.8 ଏବଂ ରାଉରକେଲାରେ 34.6 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । 

ପାଣିପାଗ ବିଭାଗର ସତର୍କ ସୂଚନା, ଆହୁରି 3 ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ । 

 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ