ଗୋଲାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ
by Argus News
Sun, Feb 25 | 9:07 p.m.

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ବଡମାଲ ଗୋଲାବାରୁଦ କାରଖାନା  unit 12 ର ଗୋଦାମ ଗୃହରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରକ ଏତେ ଯୋର ଥିଲା ପ୍ରାୟ ୧୫-୨୦ କିମି ଅଞ୍ଚଳରେ ନିଆଁ ଆକାଶରେ ଦେଖା ଦେଇଛି । ଫଳରେ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ଭିତରେ ଏକ କୋକୁଆ ଭୟ ଖେଳିଯାଇଛି । ତେବେ ଗୋଦାମ ଗୃହରେ କେତେ ପରିମାଣର ବିସ୍ଫୋରକ ଥିଲା । କେତେ କ୍ଷୟକ୍ଷତି ହୋଇଛି ତାହା ଜଣାପଡିନାହିଁ । 

ଛୁଟି ଦିନ ଥିବାରୁ କୌଣସି କର୍ମଚାରୀ ଆସିନଥିଲେ । କେହି ମୃତାହତ ହୋଇନଥିବା ନେଇ ସୂଚନା ଦେଇଛନ୍ତି କାରଖାନା ଜନସମ୍ପର୍କ ଅଧିକାରୀ । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ