ବେଙ୍ଗାଲୁରୁ ଟେଷ୍ଟ:ଭାରତକୁ ହରାଇଲା ନ୍ୟୁଜିଲ୍ୟାଣ୍ଡ 
by Argus News
Sun, Oct 20 | 1:18 p.m.

ଅର୍ଗସ ବ୍ୟୁରୋ:ବେଙ୍ଗାଲୁରୁ ଟେଷ୍ଟକୁ ୮ ୱିକେଟରେ ଜିତିନେଇଛି ନ୍ୟୁଜିଲ୍ୟାଣ୍ଡ। ଶେଷରେ ସଙ୍ଘର୍ଷ ସତ୍ତ୍ୱେ  ପରାସ୍ତା ହୋଇଛି ଟିମ୍ ଇଣ୍ଡିଆ,୦-୧ରେ ଆଗରେ ରହିଛି କିୱି ବାହିନୀ। ପ୍ରଥମ ଇନିଂସରେ ଭାରତ ମାତ୍ର ୪୬ ରନରେ ଅଲ୍ ଆଉଟ୍ ହୋଇ ଯାଇଥିଲା । ମାତ୍ର ପ୍ରଥମ ଇନିଂସରେ ନ୍ୟୁଜିଲ୍ୟାଣ୍ଡ ୪୦୨ ରନ୍ କରିଥିଲା। ଟିମ୍ ଇଣ୍ଡିଆ ଦ୍ୱିତୀୟ ଇନିଂସରେ ୪୬୨ ରନ୍ କରିଥିଲା। ଭାରତ ପକ୍ଷରୁ ସର୍ଫରାଜ ଖାନ ୧୫୦ ରନର ପାରି ଖେଳିଥିଲେ। ପନ୍ତ ୯୯,ବିରାଟ ୭୦,ରୋହିତ ଶର୍ମା ୫୨ ରନ୍ କରିଥିଲେ ମାତ୍ର ଦଳକୁ ବିଜୟ କରାଇପାରିନଥିଲେ। ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ମୋଟ ୩ଟି ଟେଷ୍ଟ ମ୍ୟାଚ୍ ଖେଳାଯିବ

ଶତକ ମାରି ଚମକାଇଲେ
ଶତକ ମାରି ଚମକାଇଲେ ଅଲରାଉଣ୍ଡର: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନ
ଜମ୍ମୁ ଓ କଶ୍ମୀରରେ
ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ପ୍ରବାସୀ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ ନିକଟରେ ଏକ ଗୁଳିବିନିମୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ସନ୍ଦିଗ୍
ରାଜସ୍ୱ ବିଭାଗ
ରାଜସ୍ୱ ବିଭାଗ ଅଧିକାରୀ ଅବହେଳା କଲେ ହେବ କଡ଼ା ଆକ୍ସନ
ଅର୍ଗସ ବ୍ୟୁରୋ: ଆଉ ଚଳିବନି ଅଫିସରଙ୍କ ମନମାନି। ନିର୍ଦ୍ଦିଷ୍ଟ ସମୟ ଭିତରେ ଲୋକଙ୍କୁ ସେବା ଯୋଗାଇବାକୁ ବାଧ୍ୟ ସରକାରୀ ଅଧିକାରୀ। ଏ ଦିଗରେ ବଡ଼ ପଦକ୍ଷେପ ନେଇଛି ରାଜସ୍ବ ବିଭାଗ। ବିଭା