ଆଜି ଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଯୋଜନାର 18 ତମ କିସ୍ତି
by Argus News
Sat, Oct 05 | 8:15 a.m.

 ନୂଆଦିଲ୍ଲୀ:  ଦଶହରା ପୂର୍ବରୁ ଚାଷୀଙ୍କୁ କେନ୍ଦ୍ରର ବଡ଼ ଭେଟି। ଆଜି ଚାଷୀଙ୍କୁ ମିଳିବ ପିଏମ୍‌ କିଷାନ ଯୋଜନାର 18 ତମ କିସ୍ତି । ଚାଷୀଙ୍କୁ ପିଏମ୍‌ କିଷାନ ଯୋଜନାର ସହାୟତା ରାଶି ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ପ୍ରତ୍ୟେକ ଜିଲ୍ଲା ସ୍ତରରେ ଚାଷୀ ମାନଙ୍କୁ ନେଇ ଅନୁଷ୍ଠିତ ହେବ କାର୍ଯ୍ୟକ୍ରମ। ରାଜ୍ୟର ପ୍ରାୟ ୩୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯିବ। ପିଏମ୍‌ କିଷାନ ଲାଗି ଜିଲାସ୍ତରରେ ମଧ୍ୟ କାର୍ଯ୍ୟକ୍ରମ ହେବାର ଯୋଜନା ରହିଛି।  

ଅଧିକ ପଢନ୍ତୁ ଭାରତ ଖବର 

ଜଙ୍ଗଲ ଜମି
3m ago
୧୦୦ ଏକର ଜଙ୍ଗଲ ଜମି ଜବରଦଖଲ ପଛରେ କାହାର ହାତ
ଅର୍ଗସ ବ୍ୟୁରୋ: ମାଲକାନଗିରି ମୋଟୁରେ ୧୦୦ ଏକର ଜଙ୍ଗଲ ଜମି ଜବରଦଖଲ ପଛରେ କାହାର ହାତ । ଜମି ଜବରଦଖଲରେ ମୁଖ୍ୟ କାର୍ପଟଦାର କୁହାଯାଉଥିବା ମାସୁମ୍ ଖାନ୍‌ଙ୍କୁ ସୁରକ୍ଷା ଦେଉଥିଲ
ପ୍ରତିକ୍ରିୟା
21m ago
ବିରୋଧୀ ଦଳ ନେତାଙ୍କ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା
ଅର୍ଗସ ବ୍ୟୁରୋ: ସେପଟେ ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା। ରାଜନୀତିରେ ଜ
ମୃତଦେହ ଉଦ୍ଧାର
42m ago
ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଅର୍ଗସ ବ୍ୟୁରୋ: ଫୁଲବାଣୀ ଡାଙ୍ଗଣାମୁ ଘାଟିରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ହତ୍ୟା ଅଭିଯୋଗର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ପୋଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଘଟଣାର ତଦନ୍ତ ଭା