22 ରେ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ
by Argus News
Sat, Jul 06 | 7:44 a.m.

ଅର୍ଗସ ବ୍ୟୁରୋ: ଆସନ୍ତା 22 ତାରିଖରେ ଆରମ୍ଭ ହେବ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଧନ୍ୟବାଦ ପ୍ରସ୍ତାବ। 23 ତାରିଖରେ ରହିଛି ଉପ ବାଚସ୍ପତି ନିର୍ବାଚନ ସଂପର୍କିତ ଘୋଷଣା ଏବଂ 24 ତାରିଖରେ ରହିଛି ବିଧାନସଭା ଉପ ବାଚସ୍ପତିଙ୍କ ନିର୍ବାଚନ। ସେହିପରି 25 ତାରିଖରେ 2024-25 ମସିହା ପାଇଁ ହେବ ବଜେଟ ଉପସ୍ଥାପନ। 29 ଓ 30 ଦୁଇ ଦିନ ବଜେଟ ଉପରେ ହେବ ସାଧାରଣ ଆଲୋଚନା। ସେପ୍ଟେମ୍ବର 13 ପର୍ଯ୍ୟନ୍ତ ବିଧାନସଭା ଅଧିବେଶନ ଚାଲିବା ନେଇ ସୂଚନା।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ମେଳି କର୍ପୋରେଟର
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା
ବିନାଶକାରୀ ଯୁଦ୍ଧ
ଇସ୍ରାଏଲ୍ ର ଫୋର ଫ୍ରଣ୍ଟ ଆଟାକ୍
ଅର୍ଗସ ବ୍ୟୁରୋ: ଯୁଦ୍ଧ ..ବିନାଶକାରୀ ଯୁଦ୍ଧ...ନା ହଟିବ ନା ଝୁକିବ...ହିଜବୁଲ୍ଲା ବିନାଶ ମୋଡ ରେ ଇସ୍ରାଏଲ୍..ଗୋଟିଏ ପରେ ଗୋଟିଏ ହିଜବୁଲ୍ଲା କମାଣ୍ଡର ଙ୍କୁ ଖୋଜି ଖୋଜି ଧ୍ବସ କରୁଛ
ଶିକ୍ଷକ ନିଯୁକ୍ତି ଦାବି
ସାମ୍ନାକୁ ଆସିଲା ବିଜେଡିର ଦୋମୁହାଁ ଚରିତ୍ର
ଅର୍ଗସ ବ୍ୟୁରୋ: ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦିଆଯାଇଥିଲା ବନ୍ଦ ଡାକରା । ରାସ୍ତାକୁ ଓହ୍ଲାଇଥିଲେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ନେତା