ଅନନ୍ତ ଶୟନ ଠାରେ ସପ୍ତମ ବାଲିଯାତ୍ରା ଲୋକ ମହୋତ୍ସବ ଅନୁଷ୍ଠିତ
by Argus News
Mon, Nov 27 | 3:55 p.m.

ଅର୍ଗସ ବ୍ୟୁରୋ: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ଅନନ୍ତ ଶୟନ ଠାରେ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସପ୍ତମ ବାଲିଯାତ୍ରା ଲୋକ ମହୋତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି। ଏହି ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ପରଜଙ୍ଗ ବିଧାୟକ ନୃସିଂହ ଚରଣ ସାହୁ ଉପସ୍ଥିତ ଥିଲେ।  

ସକାଳୁ ବିଶ୍ବସାନ୍ତି ମହାଯଜ୍ଞ ହେବା ପରେ ବୋଇତ ବନ୍ଦାଣ ଅନୁଷ୍ଠିତ ହୋଇଥିଲା। ଗ୍ରାମର ୭ ଜଣ ସାଧବ ପୁଅ ବେଶ ହେବା ସହ ୭ ଜଣ ସାଧବ ବୋହୁ ବେଶ ହୋଇଥିଲେ। ଏବଂ ବ୍ରାହ୍ମଣୀ ନଦୀରେ ଏକ ଡଙ୍ଗାକୁ ସାଧବ ବୋହୂମାନେ ବନ୍ଦାପନା କରିଥିଲେ।  ଏହା ଦେଖିବାକୁ ଶହ ଶହ ଲୋକଙ୍କ ଭିଡ ହୋଇଥିଲା। ଏବଂ ସ୍ଥାନୀୟ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ