ବାଲେଶ୍ୱରରେ ଉଗ୍ର ରୂପ ନେଉଛି ବିଜେଡି କନ୍ଦଳ
by Argus News
Thu, Oct 10 | 12:23 p.m.

ଅର୍ଗସ ବ୍ୟୁରୋ:  ବାଲେଶ୍ବରରେ ଉଗ୍ର ରୂପ ନେଉଛି ବିଜେଡି କନ୍ଦଳ ।  ସିମୁଳିଆର ପୂର୍ବତନ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ସଦର ପୂର୍ବତନ ବିଧାୟକଙ୍କ ସ୍ବରୂପ ଦାସଙ୍କ ବିରୋଧରେ ଅଷନ୍ତୋସ ଝାଡିଛନ୍ତି ବିଜେଡି ନେତା ଶଶି କୁମାର ସାହୁ । ସାମାଜିକ ଗଣମାଧ୍ୟମରେ ସିମୁଳିଆ ପୂର୍ବତ୍ତନ ବିଧାୟକ ଜ୍ୟୋତି ପାଣିଗ୍ରାହୀ ଓ ସ୍ବରୂପ ଦାସଙ୍କୁ ଖଳ ପ୍ରକୃତିର ଲୋକ ଓ ବିଜୁ ଜନତା ଦଳ ତାଙ୍କ ପରିବାରର ସମ୍ପତି ନୁହଁ ବୋଲି ମଧ୍ୟ ଲେଖିବାକୁ ପଛାଇ ନାହାନ୍ତି ଶଶି । ଗତକାଲି ବିଜେଡି ଜିଲ୍ଲା ସ୍ତରୀୟ ସଦସ୍ୟତା ଅଭିଯାନରେ ବାଲେଶ୍ବର ସିଦ୍ଧି କଲ୍ୟାଣ ମଣ୍ଡପରେ ଏକ ସଭା ଅନୁଷ୍ଠିତ ହୋଇଥିଲା ।

କିନ୍ତୁ ସଭାକୁ ବାଲେଶ୍ବର ବସ୍ତା ବିଧାୟିକା ସୁବାଶିନୀ ଜେନା, ସଦର ବ୍ଲକ ଚୈୟାରମ୍ୟାନ, ଜିଲ୍ଲା ପରିଷଦ ଚୈୟାରମ୍ୟାନ ନାରାୟଣ ପ୍ରଧାନ ଓ ମ୍ୟୁନସିପାଲଟି ଚୈୟାରମ୍ୟାନ ସବିତା ସାହକୁ ଡକା ଯାଇନଥିଲା, ଯାହାକୁ ନେଇ ଆଜି ସାମାଜିକ ଗଣ ମାଧ୍ୟମରେ ବିଜେଡି ନେତା  ଶଶି କୁମାର ସାହୁ ଅଷନ୍ତୋଷ ବ୍ୟକ୍ତ କରିବା ସହିତ ଜୌତି ପାଣିଗ୍ରାହୀ ଓ ସ୍ବରୂପ ଦାସଙ୍କ ବିରୋଧରେ ବିଷ ଓଗାଳିଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା