ପାଣ୍ଡିଆନଙ୍କୁ ତୁରନ୍ତ 5T ଅଧ୍ୟକ୍ଷ ପଦରୁ ବହିଷ୍କାର କରିବା ପାଇଁ ଦାବି କଲା ବିଜେପି
by Argus News
Thu, Apr 04 | 3:56 p.m.

ଅର୍ଗସ ବ୍ୟୁରୋ: ସିଏମଓ ୱେବସାଇଟ ଅଫିସର ଲିଷ୍ଟରେ ଏକ ନମ୍ବର ତାଲିକାରେ ଅଛନ୍ତି ଭି.କେ. ପାଣ୍ଡିଆନ । ପାଣ୍ଡିଆନ ସବୁ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି, ପ୍ରାର୍ଥୀଙ୍କୁ ଟିକେଟ ଦେଉଛନ୍ତି ଏବଂ ଦଳ ପରିଚାଳନା କରୁଛନ୍ତି । ଭି.କେ. ପାଣ୍ଡିଆନ ନେତା ନା ଅଫିସର ବୋଲି ପ୍ରଶ୍ନ କଲା ବିଜେପି । ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବା ବେଳେ ଅଫିସର ଲିଷ୍ଟରେ ବିଜେଡି ନେତା ପାଣ୍ଡିଆନ ରହିପାରିବେ କି ? ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଫିସର ଟିକେଟ ବାଣ୍ଟିବା କିମ୍ବା ଦଳୀୟ ସଭାରେ ଭାଷଣ ଦେବା କେବେ ଦେଖା ଯାଏ ନାହିଁ । ପାଣ୍ଡିଆନ ଅଫିସର ନାଁ ନେତା ରାଜ୍ୟ ସରକାର ସ୍ପଷ୍ଟ କରନ୍ତୁ । ମୁଖ୍ୟ ଶାସନ ସଚିବଙ୍କ ଠାରୁ ଉତ୍ତର ମାଗିଲା ଦଳ । 

ଆରଟିଆଇ କର୍ମୀ ମାନେ ପାଣ୍ଡିଆନଙ୍କ ସୁରକ୍ଷା ନେଇ ଗଣମାଧ୍ୟମ ଆଗରେ ତଥ୍ୟ ରଖିଥିଲେ । ଏହା ଉପରେ ପାଣ୍ଡିଆନ ଏବେ ଯାଏଁ ପ୍ରତିକ୍ରିୟା ଦେଇନାହାନ୍ତି । ପ୍ରେସମିଟ କରିବା ପାଇଁ ଓଡ଼ିଶା ପୋଲିସକୁ କିଏ ଚାପ ପକାଇଲା ? ଓଡ଼ିଶା ପୋଲିସ ବିଜେଡି ନିର୍ବାଚନ ଜିତିବା ପାଇଁ ଦାୟିତ୍ଵ ନେଇ କାମ କରୁଛି। 

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ