ଝୁଲନ୍ତା ଅବସ୍ଥାରେ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର
by Argus News
Fri, Feb 23 | 2:55 p.m.

ଅର୍ଗସ ବ୍ୟୁରୋ: ଝରୀଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଭରକିଭଟ୍ଟା ଗ୍ରାମ ରଙ୍ଗମାଟିଗୁଡାର ଗୋରୀ ଗୌଡ଼ ଏବଂ ସେହି ଗ୍ରାମର ମୋହନ ଗୌଡ଼ଙ୍କ ଝୁଲନ୍ତା ମୃତ ଦେହ ଭୋର ସକାଳ ଗାଁ ନିକଟ ପ୍ରାୟ ୩୦୦ମିଟର ଦୂରରେ ଥିବା ଏକ ତେନ୍ତୁଳିଗଛରୁ ଉଦ୍ଧାର କରିଛନ୍ତି। 

ଗ୍ରାମବାସୀ, ସୂଚନା ପ୍ରକାରେ ଗତକାଲି ପାଖ ଗାଇବନ୍ଧା ଗ୍ରାମକୁ ସାଙ୍ଗସାଥିଙ୍କ ସହ ନାଟ ଦେଖିବା ଲାଗି ଯାଇଥିଲେ। ତେବେ ସକାଳୁ ଗ୍ରାମର କିଛିଲୋକ ମହୁଲ ଗୋଟେଇବା ଲାଗି ଯାଇଥିବା ବେଳେ ଉଭୟଙ୍କୁ ଏକ ତେନ୍ତୁଳି ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ଉଭୟଙ୍କ ପରିବାର ଏ ସମ୍ପର୍କରେ ଥାନାରେ ଅଭିଯୋଗ ଦେଇଥିବା ଜଣାପଡିଛି। ଏନେଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିଥିବା ସୂଚନା ମିଳିଛି। 

ଅଧିକ ପଢ଼ନ୍ତ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ