କୁଏତରୁ ଫେରୁଛି ଦୁଇ ଓଡ଼ିଆଙ୍କ ମୃତଦେହ
by Argus News
Sat, Jun 15 | 7:33 a.m.

ଅର୍ଗସ ବ୍ୟୁରୋ: କୁଏତ ରୁ ଫେରୁଛି ଦୁଇ ଓଡ଼ିଆଙ୍କ ମୃତଦେହ। କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା 45 ଭାରତୀୟଙ୍କ ମଧ୍ୟରୁ ଥିଲେ ଦୁଇ ଜଣ ଓଡ଼ିଆ। ଗତକାଲି କୋଚ୍ଚି ବିମାନବନ୍ଦରରେ ପହଁଚିଥିଲା ମର ଶରୀର। ଦୁଇ ଓଡ଼ିଆ କଟକର ମହମ୍ମଦ ଜହୁର ଏବଂ ଗଞ୍ଜାମର ସନ୍ତୋଷ ଗୌଡ଼ ଏହି ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିଲେ ।ରୋଜଗାର ପାଇଁ ବିଦେଶକୁ ଯାଇଥିଲେ ହେଲେ ଶବ ହୋଇଫେରିଲେ । ମୃତକଙ୍କ ଗାଁରେ ଶୋକାକୂଳ ପରିବେଶ ଦେଖାଦେଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା