ମଞ୍ଚେଶ୍ବର ଥାନା ଶ୍ରୀରାମନଗର ବସ୍ତିରେ ବନ୍ଦ ଘରୁ ମିଳିଲା ନାବାଳିକାର ମୃତଦେହ
by Argus News
Tue, Jul 09 | 11:35 a.m.

ଭୁବନେଶ୍ୱର: ବନ୍ଦ ଘରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର । ମଞ୍ଚେଶ୍ୱର ଥାନା ଶ୍ରୀରାମ ନଗର ବସ୍ତିରେ ଅଭାବନୀୟ ଘଟଣା । ବନ୍ଦ ଘରୁ ନାବାଳିକା ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଘର ବାହାରୁ ତାଲା ପଡିଥିଲା । ମୃତକ ଜଣକ ଉତ୍ତରପ୍ରଦେଶର ହୋଇଥିବା ସୂଚନା ରହିଛି । ବସ୍ତିରେ ଜଣେ ମହିଳାଙ୍କ ଘରେ ରହୁଥିଲେ । ନାବାଳିକା ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ଉକ୍ତ ମହିଳା ଜଣଙ୍କ ଅଭିଯୋଗ କରିଛନ୍ତି ।   

ସେ ଚକେଇସିଆଣି ଅଞ୍ଚଳରେ ରହି ମୃତ ନାବାଳିକା ଜଣକ କାମ କରୁଥିବା ଜଣାପଡିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଖୋଳତାଡ କରୁଛି ପୋଲିସ ।

ଆହୁରି ପଢନ୍ତୁ ଓଡିଶା ଖବର...

ଉଚ୍ଚ ଜୁଆର
9m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
12m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ