କୋଚିରେ ପହଞ୍ଚିଲା କୁୱେତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଭାରତୀୟଙ୍କ ପାର୍ଥିବ ଶରୀର
by Argus News
Fri, Jun 14 | 3:48 p.m.

ଅର୍ଗସ ବ୍ୟୁରୋ: କୁୱେତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ଜଣ ଭାରତୀୟଙ୍କ ମୃତଦେହ କେରଳ କୋଚି ବିମାନ ବନ୍ଦରରେ ପହଞ୍ଚିଛି । ଭାରତୀୟ ବାୟୁସେନାର ସି-୧୩୦ ଜେ ସୁପର ହୁରକ୍ୟୁଲସରେ ସେମାନଙ୍କ ମୃତଦେହକୁ ସ୍ୱଦେଶ ଅଣାଯାଇଛି । 

କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ୍ ନିଜେ ବିମାନ ବନ୍ଦର ଯାଇ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।  ଏଠାରୁ ମୃତଦେହଗୁଡିକୁ ସନ୍ଧ୍ୟା ସୁଦ୍ଧା ଦିଲ୍ଲୀରେ ପହଞ୍ଚାଇବା ପରେ ସେଠାରୁ ସେମାନଙ୍କ ନିଜ ନିଜ ପରିବାରକୁ ପଠାଯିବାର ସୂଚନା ରହିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ଘନ କୁହୁଡ଼ି
12m ago
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
28m ago
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
37m ago
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ