ଅଗଷ୍ଟ 12 ତାରିଖ ଯାଏ ଚାଲିବ ସଂସଦର ବଜେଟ ଅଧିବେଶନ
by Argus News
Mon, Jul 22 | 8:26 a.m.

ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ଅଗଷ୍ଟ 12 ତାରିଖ ଯାଏ ଚାଲିବ ଅଧିବେଶନ। ଆଜି ଅର୍ଥନୈତିକ ସର୍ଭେ ରିପୋର୍ଟ ଆସିବ ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଜୁଲାଇ 23ରେ କେନ୍ଦ୍ର ବଜେଟ ଉପସ୍ଥାପନ କରିବେ। ଏନେଇ ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି । 

ସର୍ବଦଳୀୟ ବୈଠକରେ ବିଜେପି ସମେତ 44ଟି ଦଳ ଭାଗ ନେଇଥିଲେ । ଏହା ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ ଅଧିବେଶନ। ଅଧିବେଶନରେ ୬ଟି ଗୁରୁତ୍ୱପୂର୍ଣ୍ଣ ବିଲ ଆସିବା ସମ୍ଭାବନା ରହିଛି । ୯୦ ବର୍ଷର ପୁରୁଣା ଏୟାରକ୍ରାଫ୍ଟ ବିଲ ବଦଳି ଭାରତୀୟ ବାୟୁଯାନ ବିଧେୟକ ବିଲ ସହ ଅର୍ଥ ବିଲ, ଡିଜାଷ୍ଟର ମ୍ୟାନେଜମେଣ୍ଟ ବିଲ, କଫି ପ୍ରମୋସନ ଆଣ୍ଡ ଡେଭଲପମେଣ୍ଟ ବିଲ୍ , ରବର ପ୍ରମୋସନ ଆଣ୍ଡ ଡେଭଲପମେଣ୍ଟ ବିଲ୍ ଆସିବା ସମ୍ଭାବନା ରହିଛି ।

ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା