ଘାଟିରୁ ଖସିଲା ବସ୍‌ :୩୫ ଆହତ,୫ ଗୁରୁତର
by Argus News
Mon, Jun 17 | 9:55 a.m.

ଅର୍ଗସ ବ୍ୟୁରୋ: ତାମଡା ଘାଟିରେ ସରକାରୀ ବସ୍ ଦୁର୍ଘଟଣା ଘଟି ୩୦ ରୁ ୩୫ ଯାତ୍ରୀ ଆହତ। ସୂଚନୁଯାୟୀ ବଣାଇ ଉପଖଣ୍ଡର ଗୁରୁଣ୍ଡିଆ ପଙ୍କଢି ଅଞ୍ଚଳରୁ ଏକ ସରକାରୀ ବସ୍ ଯାତ୍ରୀ ନେଇ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ବସଟି ତାମଡ଼ା ଘାଟିରେ ବ୍ରେକ ଫେଲ ହେବା ଯୋଗୁ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ପଥରରେ ବାଡେଇ ହେଇ ଥିଲା ଫଳରେ ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩୦ ରୁ ୩୫ ଯାତ୍ରୀ ଆହତ ହୋଇ ଥିବା ବେଳେ କିଛି ଜଣ ଯାତ୍ରୀ ଗୁରୁତର ଥିବା ଜଣାପଡିଛି। ଆହତ ଯାତ୍ରୀଙ୍କୁ ତୁରନ୍ତ ଗୁରୁଣ୍ଡିଆ ଚିକିତ୍ସାଳୟ କୁ ନିଆଯାଇ ତାଙ୍କର ପ୍ରାଥମିକ ଚିକିତ୍ସା କରା ଯାଉଥିବା ବେଳେ ଅଧିକ ଗୁରୁତର ଥିବା ଯାତ୍ରୀଙ୍କୁ ରାଉରକେଲା ଚିକିତ୍ସାଳୟକୁ ନିଆ ଯାଇଥିବା ଜଣା ପଡିଛି। ଗୁରୁଣ୍ଡିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବସକୁ ଜବତ କରିବା ସହିତ ଘଟଣାର ତଦନ୍ତ କରୁଛି । 

ଅଧିକ ପଢ଼ନ୍ତୁ ଓଡିଶା ଖବର

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ