ଭାରସାମ୍ୟ ହରାଇଲା ବସ୍ , ଅଳ୍ପକେ ବର୍ତ୍ତିଲେ
by Argus News
Mon, Sep 30 | 8:57 p.m.

 ଅନୁଗୋଳ : ଅନୁଗୋଳରୁ ବଲାଙ୍ଗୀର ଯାଉଥିବା OSRTC ବସ୍ ଜରପଡା ଥାନା ଓଗୀ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତାରୁ ଖସି ପଡିଥିବା ବେଳେ 50 ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।  ସୂଚନା ଯେ , OSRTC ବସ୍ ଟି ପ୍ରତ୍ୟେକ ଦିନ ଅନୁଗୋଳ ଜିଲ୍ଲାରୁ ବଲାଙ୍ଗୀର ଜିଲାକୁ ଭାୟା ମୁଣ୍ତାସାହି , ପାଇକୀସାହି , ଠାକୁରୁଗଡ ଓ ଆଠମଲ୍ଲିକ ଦେଇ ବଲାଙ୍ଗୀର ଯାଉଥିବା ବେଳେ ଆଜି ଜରପଡା ଥାନା ଓଗୀ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତାର ୧୦ ଫୁଟ୍  ତଳକୁ ଖସି ଯାଇଥିବା ବେଳେ ୫୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ଅଧିକ ପଢନ୍ତୁ ଓଡିଶା ଖବର

ଯାତ୍ରୀ ମାନଙ୍କୁ ସ୍ଥାନୀୟ ଲୋକେ ମାନେ ଉଦ୍ଧାର କରିଥିବା ବେଳେ ଘଟଣା ସ୍ଥଳରେ ଜରପଡା ପୋଲିସ ପହଞ୍ଚି ଛାନଭିନ୍ ଜାରିରଖିଛି ।

ସତ୍ୟପାଠ
ଆସନ୍ତାକାଲି ଠାରୁ ସତ୍ୟପାଠ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି
ଭୁବନେଶ୍ବର : ଭୁବନେଶ୍ବର ଭରତପୁର ଥାନା ମାମଲାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ। ଆସନ୍ତାକାଲିଠାରୁ ସତ୍ୟପାଠ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି। 21 ଦିନ ଯାଏଁ ଗ୍ରହଣ ହେ
ସୁପ୍ରିମକୋର୍ଟ
ପୀଡ଼ିତାଙ୍କ ଫଟୋ ଭାଇରାଲ ନେଇ ବର୍ଷିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: କୋଲକାତା ଆରଜି କର ହସପିଟାଲ ମାମଲା । ପୀଡ଼ିତାଙ୍କ ପରିଚୟ ଓ ଫଟୋ ଗଣମାଧ୍ୟମରେ ଘୁରି ବୁଲୁଥିବାରୁ ପୁଣିଥରେ ବର୍ଷିଛନ୍ତି ସୁପ୍ରିମକୋର୍ଟ । ସୋସିଆଲ ମିଡିଆ ସହ ଅନ୍ୟ ସମସ୍
ବସ୍
ଭାରସାମ୍ୟ ହରାଇଲା ବସ୍ , ଅଳ୍ପକେ ବର୍ତ୍ତିଲେ
ଅନୁଗୋଳ : ଅନୁଗୋଳରୁ ବଲାଙ୍ଗୀର ଯାଉଥିବା OSRTC ବସ୍ ଜରପଡା ଥାନା ଓଗୀ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତାରୁ ଖସି ପଡିଥିବା ବେଳେ 50 ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତ